1 ULB ଏଥିରେ ଆୟୁବ ଉତ୍ତର କରି କହିଲା, “ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ-ବିଶିଷ୍ଟ; BSB BSB: Then Job answered:
2 ULB ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ। BSB BSB: “Even today my complaint is bitter. His hand is heavy despite my groaning.
4 ULB ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି। BSB BSB: I would plead my case before Him and fill my mouth with arguments.
5 ULB ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି। BSB BSB: I would learn how He would answer, and consider what He would say.
6 ULB ସେ କ’ଣ ଆପଣା ମହାପରାକ୍ରମରେ ମୋ’ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋ’ ପ୍ରତି ମନୋଯୋଗ କରିବେ। BSB BSB: Would He contend with me in His great power? No, He would certainly take note of me.
7 ULB ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି। BSB BSB: Then an upright man could reason with Him, and I would be delivered forever from my Judge.
9 ULB ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ। BSB BSB: When He is at work in the north, I cannot behold Him; when He turns to the south, I cannot see Him.
10 ULB ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି। BSB BSB: Yet He knows the way I have taken; when He has tested me, I will come forth as gold.
11 ULB ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ। BSB BSB: My feet have followed in His tracks; I have kept His way without turning aside.
12 ULB ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି। BSB BSB: I have not departed from the command of His lips; I have treasured the words of His mouth more than my daily bread.
13 ULB ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି। BSB BSB: But He is unchangeable, and who can oppose Him? He does what He desires.
14 ULB କାରଣ ମୋ’ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି। BSB BSB: For He carries out His decree against me, and He has many such plans.
15 ULB ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି। BSB BSB: Therefore I am terrified in His presence; when I consider this, I fear Him.
16 ULB କାରଣ ପରମେଶ୍ୱର ମୋ’ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି; BSB BSB: God has made my heart faint; the Almighty has terrified me.
17 ULB ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋ’ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ। BSB BSB: Yet I am not silenced by the darkness, by the thick darkness that covers my face.
Select verses for actions: Enter goes to them and Escape comes back.