Job 26 26 Job Job and his friends Odia Unlocked Literal Bible 1 ULB ତହିଁରେ ଆୟୁବ ଉତ୍ତର କରି କହିଲା, BSB BSB: Then Job answered:
2 ULB “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ! BSB BSB: “How you have helped the powerless and saved the arm that is feeble!
3 ULB ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!” BSB BSB: How you have counseled the unwise and provided fully sound insight!
4 ULB ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା? BSB BSB: To whom have you uttered these words? And whose spirit spoke through you?
5 ULB ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି। BSB BSB: The dead tremble—those beneath the waters and those who dwell in them.
6 ULB ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ। BSB BSB: Sheol is naked before God, and Abaddon has no covering.
7 ULB ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି। BSB BSB: He stretches out the north over empty space; He hangs the earth upon nothing.
8 ULB ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକୁ ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ। BSB BSB: He wraps up the waters in His clouds, yet the clouds do not burst under their own weight.
9 ULB ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି। BSB BSB: He covers the face of the full moon, spreading over it His cloud.
10 ULB ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି। BSB BSB: He has inscribed a horizon on the face of the waters at the boundary between light and darkness.
11 ULB ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି। BSB BSB: The foundations of heaven quake, astounded at His rebuke.
12 ULB ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି। BSB BSB: By His power He stirred the sea; by His understanding He shattered Rahab.
13 ULB ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି। BSB BSB: By His breath the skies were cleared; His hand pierced the fleeing serpent.
14 ULB ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?” BSB BSB: Indeed, these are but the fringes of His ways; how faint is the whisper we hear of Him! Who then can understand the thunder of His power?”
Select verses for actions: Enter goes to them and Escape comes back.
Chapter complete
You’ve read Job 26
Make Opened yours A free account keeps your place, highlights and notes on every device. Add Plus to ask Study Help about Job 26, and keep Opened free for readers who can’t pay.