1 ULB ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, BSB BSB: Job continued his discourse:
2 ULB “ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି; BSB BSB: “As surely as God lives, who has deprived me of justice—the Almighty, who has embittered my soul—
3 ULB (କାରଣ ଏବେ ହେଁ ମୋର ଜୀବନ ମୋ’ ମଧ୍ୟରେ ସୁସ୍ଥ ଅଛି ଓ ମୋ’ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ, BSB BSB: as long as my breath is still within me and the breath of God remains in my nostrils,
4 ULB ନିଶ୍ଚୟ ମୋ’ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ। BSB BSB: my lips will not speak wickedness, and my tongue will not utter deceit.
5 ULB ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ। BSB BSB: I will never say that you are right; I will maintain my integrity until I die.
6 ULB ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋ’ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ। BSB BSB: I will cling to my righteousness and never let go. As long as I live, my conscience will not accuse me.
7 ULB ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋ’ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ। BSB BSB: May my enemy be like the wicked and my opponent like the unjust.
8 ULB କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ? BSB BSB: For what is the hope of the godless when he is cut off, when God takes away his life?
9 ULB ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ? BSB BSB: Will God hear his cry when distress comes upon him?
10 ULB ସେ କି ସର୍ବଶକ୍ତିମାନ ପରମେଶ୍ଵରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ? BSB BSB: Will he delight in the Almighty? Will he call upon God at all times?
11 ULB ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ। BSB BSB: I will instruct you in the power of God. I will not conceal the ways of the Almighty.
12 ULB ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ? BSB BSB: Surely all of you have seen it for yourselves. Why then do you keep up this empty talk?
13 ULB ପରମେଶ୍ୱରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି। BSB BSB: This is the wicked man’s portion from God—the heritage the ruthless receive from the Almighty.
14 ULB ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ। BSB BSB: Though his sons are many, they are destined for the sword; and his offspring will never have enough food.
15 ULB ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ସେମାନଙ୍କର ବିଧବାମାନେ କିଛି ବିଳାପ କରିବେ ନାହିଁ। BSB BSB: His survivors will be buried by the plague, and their widows will not weep for them.
16 ULB ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ, BSB BSB: Though he heaps up silver like dust and piles up a wardrobe like clay,
17 ULB ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ। BSB BSB: what he lays up, the righteous will wear, and his silver will be divided by the innocent.
18 ULB ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ। BSB BSB: The house he built is like a moth’s cocoon, like a hut set up by a watchman.
19 ULB ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ। BSB BSB: He lies down wealthy, but will do so no more; when he opens his eyes, all is gone.
20 ULB ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ। BSB BSB: Terrors overtake him like a flood; a tempest sweeps him away in the night.
21 ULB ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱସ୍ଥାନରୁ ଝାଡ଼ି ନିଏ। BSB BSB: The east wind carries him away, and he is gone; it sweeps him out of his place.
22 ULB କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ। BSB BSB: It hurls itself against him without mercy as he flees headlong from its power.
23 ULB ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍ ମାରି ତାହାକୁ ସ୍ୱସ୍ଥାନରୁ ଦୂର କରିବେ। BSB BSB: It claps its hands at him and hisses him out of his place.
Select verses for actions: Enter goes to them and Escape comes back.