1 ULB ଆହୁରି, ସଦାପ୍ରଭୁ ଆୟୁବକୁ ଉତ୍ତର କରି କହିଲେ, BSB BSB: And the LORD said to Job:
2 ULB “ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।” BSB BSB: “Will the faultfinder contend with the Almighty? Let him who argues with God give an answer.”
3 ULB ତହୁଁ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା, BSB BSB: Then Job answered the LORD:
4 ULB “ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି? ମୁଁ ନିଜ ମୁଖରେ ଆପଣା ହାତ ଦିଏ। BSB BSB: “Behold, I am insignificant. How can I reply to You? I place my hand over my mouth.
5 ULB ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ।” BSB BSB: I have spoken once, but I have no answer—twice, but I have nothing to add.”
6 ULB ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ, BSB BSB: Then the LORD answered Job out of the whirlwind and said:
7 ULB “ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ। BSB BSB: “Now brace yourself like a man; I will question you, and you shall inform Me.
8 ULB ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ? BSB BSB: Would you really annul My justice? Would you condemn Me to justify yourself?
9 ULB ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର? BSB BSB: Do you have an arm like God’s? Can you thunder with a voice like His?
10 ULB ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର। BSB BSB: Then adorn yourself with majesty and splendor, and clothe yourself with honor and glory.
11 ULB ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକୁ ଅନାଇ ତାହାକୁ ନତ କର। BSB BSB: Unleash the fury of your wrath; look on every proud man and bring him low.
12 ULB ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ। BSB BSB: Look on every proud man and humble him; trample the wicked where they stand.
13 ULB ସେମାନଙ୍କୁ ଏକତ୍ର ଧୂଳିରେ ଲୁଚାଇ ଦିଅ; ଗୁପ୍ତ ସ୍ଥାନରେ ସେମାନଙ୍କ ମୁଖ ବାନ୍ଧି ପକାଅ। BSB BSB: Bury them together in the dust; imprison them in the grave.
14 ULB ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ୱୀକାର କରିବା। BSB BSB: Then I will confess to you that your own right hand can save you.
15 ULB ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ। BSB BSB: Look at Behemoth, which I made along with you. He feeds on grass like an ox.
16 ULB ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ। BSB BSB: See the strength of his loins and the power in the muscles of his belly.
17 ULB ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ। BSB BSB: His tail sways like a cedar; the sinews of his thighs are tightly knit.
18 ULB ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି। BSB BSB: His bones are tubes of bronze; his limbs are rods of iron.
19 ULB ସେ ପରମେଶ୍ୱରଙ୍କ କାର୍ଯ୍ୟ ମଧ୍ୟରେ ଅଗ୍ରଗଣ୍ୟ; ଯେ ତାହାକୁ ସୃଷ୍ଟି କଲେ, କେବଳ ତାହାଙ୍କର ଖଡ୍ଗ ତାହାକୁ ସ୍ପର୍ଶ କରିପାରେ। BSB BSB: He is the foremost of God’s works; only his Maker can draw the sword against him.
20 ULB ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି। BSB BSB: The hills yield him their produce, while all the beasts of the field play nearby.
21 ULB ସେ ନଳବନ ଭିତରେ ଓ ଝିଲରେ ପଦ୍ମବୃକ୍ଷ ତଳେ ଶୟନ କରେ। BSB BSB: He lies under the lotus plants, hidden among the reeds of the marsh.
22 ULB ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ। BSB BSB: The lotus plants conceal him in their shade; the willows of the brook surround him.
23 ULB ଦେଖ, ନଦୀ ବଢ଼ିଲେ, ସେ କମ୍ପିତ ହୁଏ ନାହିଁ; ଯର୍ଦ୍ଦନ ତାହାର ମୁଖ ସରିକି ବଢ଼ିଲେ ହେଁ ସେ ସୁସ୍ଥିର ଥାଏ। BSB BSB: Though the river rages, Behemoth is unafraid; he remains secure, though the Jordan surges to his mouth.
24 ULB ସେ ଜାଗ୍ରତ ଥିବା ବେଳେ କେହି କି ତାକୁ ଧରିବ? ଅବା ରଜ୍ଜୁ ଦ୍ୱାରା ତାହାର ନାସିକା ଫୋଡ଼ିବ? BSB BSB: Can anyone capture him as he looks on, or pierce his nose with a snare?
Select verses for actions: Enter goes to them and Escape comes back.