1 ULB ଏଥିରେ ଆୟୁବ ଉତ୍ତର କରି କହିଲା, BSB BSB: Then Job answered:
2 ULB “ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ? BSB BSB: “Yes, I know that it is so, but how can a mortal be righteous before God?
3 ULB ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ। BSB BSB: If one wished to contend with God, he could not answer Him one time out of a thousand.
4 ULB ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି? BSB BSB: God is wise in heart and mighty in strength. Who has resisted Him and prospered?
5 ULB ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ। BSB BSB: He moves mountains without their knowledge and overturns them in His anger.
6 ULB ସେ ପୃଥିବୀକୁ ସ୍ୱସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ। BSB BSB: He shakes the earth from its place, so that its foundations tremble.
7 ULB ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି। BSB BSB: He commands the sun not to shine; He seals off the stars.
8 ULB ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି। BSB BSB: He alone stretches out the heavens and treads on the waves of the sea.
9 ULB ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି। BSB BSB: He is the Maker of the Bear and Orion, of the Pleiades and the constellations of the south.
10 ULB ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ କ୍ରିୟା କରନ୍ତି। BSB BSB: He does great things beyond searching out, and wonders without number.
11 ULB ଦେଖ, ସେ ମୋ’ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ। BSB BSB: Were He to pass by me, I would not see Him; were He to move, I would not recognize Him.
12 ULB ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରି ପାରେ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ? BSB BSB: If He takes away, who can stop Him? Who dares to ask Him, ‘What are You doing?’
13 ULB ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି। BSB BSB: God does not restrain His anger; the helpers of Rahab cower beneath Him.
14 ULB ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି? BSB BSB: How then can I answer Him or choose my arguments against Him?
15 ULB ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି। BSB BSB: For even if I were right, I could not answer. I could only beg my Judge for mercy.
16 ULB ଯଦି ମୁଁ ଡାକିଥା’ନ୍ତି ଓ ସେ ମୋତେ ଉତ୍ତର ଦେଇଥା’ନ୍ତେ, ତେବେ ହେଁ ସେ ମୋ’ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ। BSB BSB: If I summoned Him and He answered me, I do not believe He would listen to my voice.
17 ULB କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି। BSB BSB: For He would crush me with a tempest and multiply my wounds without cause.
18 ULB ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି। BSB BSB: He does not let me catch my breath, but overwhelms me with bitterness.
19 ULB ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋ’ ପାଇଁ ସମୟ ନିରୂପଣ କରିବ? BSB BSB: If it is a matter of strength, He is indeed mighty! If it is a matter of justice, who can summon Him?
20 ULB ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ। BSB BSB: Even if I were righteous, my mouth would condemn me; if I were blameless, it would declare me guilty.
21 ULB ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ। BSB BSB: Though I am blameless, I have no concern for myself; I despise my own life.
22 ULB ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି। BSB BSB: It is all the same, and so I say, ‘He destroys both the blameless and the wicked.’
23 ULB ଯଦି କୋରଡ଼ା ହଠାତ୍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ। BSB BSB: When the scourge brings sudden death, He mocks the despair of the innocent.
24 ULB ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ? BSB BSB: The earth is given into the hand of the wicked; He blindfolds its judges. If it is not He, then who is it?
25 ULB ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ। BSB BSB: My days are swifter than a runner; they flee without seeing good.
26 ULB ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ। BSB BSB: They sweep by like boats of papyrus, like an eagle swooping down on its prey.
27 ULB ଯଦି ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି; BSB BSB: If I were to say, ‘I will forget my complaint and change my expression and smile,’
28 ULB ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ। BSB BSB: I would still dread all my sufferings; I know that You will not acquit me.
29 ULB ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି? BSB BSB: Since I am already found guilty, why should I labor in vain?
30 ULB ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ, BSB BSB: If I should wash myself with snow and cleanse my hands with lye,
31 ULB ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ। BSB BSB: then You would plunge me into the pit, and even my own clothes would despise me.
32 ULB କାରଣ ସେ ମୋ’ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା। BSB BSB: For He is not a man like me, that I can answer Him, that we can take each other to court.
33 ULB ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ। BSB BSB: Nor is there a mediator between us, to lay his hand upon us both.
34 ULB ସେ ମୋ’ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ; BSB BSB: Let Him remove His rod from me, so that His terror will no longer frighten me.
35 ULB ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେହିପରି ନୁହେଁ। BSB BSB: Then I would speak without fear of Him. But as it is, I am on my own.
Select verses for actions: Enter goes to them and Escape comes back.