1 ULB ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ। BSB BSB: Jonah, however, was greatly displeased, and he became angry.
2 ULB ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି। BSB BSB: So he prayed to the LORD, saying, “O LORD, is this not what I said while I was still in my own country? This is why I was so quick to flee toward Tarshish. I knew that You are a gracious and compassionate God, slow to anger, abounding in loving devotion—One who relents from sending disaster.
3 ULB ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋ’ ପ୍ରାଣ ମୋ’ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।” BSB BSB: And now, O LORD, please take my life from me, for it is better for me to die than to live.”
4 ULB ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ?” BSB BSB: But the LORD replied, “Have you any right to be angry?”
5 ULB ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ। BSB BSB: Then Jonah left the city and sat down east of it, where he made himself a shelter and sat in its shade to see what would happen to the city.
7 ULB ମାତ୍ର ତହିଁ ଆର ଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା। BSB BSB: When dawn came the next day, God appointed a worm that attacked the plant so that it withered.
8 ULB ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।” BSB BSB: As the sun was rising, God appointed a scorching east wind, and the sun beat down on Jonah’s head so that he grew faint and wished to die, saying, “It is better for me to die than to live.”
9 ULB ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।” BSB BSB: Then God asked Jonah, “Have you any right to be angry about the plant?” “I do,” he replied. “I am angry enough to die!”