1 ULB ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା। BSB BSB: The second lot came out for the clans of the tribe of Simeon: Their inheritance lay within the territory of Judah
2 ULB ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍ଶେବା ବା ଶେବଃ ଓ ମୋଲାଦା BSB BSB: and included Beersheba (or Sheba), Moladah,
3 ULB ଓ ହତ୍ସର-ଶୁୟାଲ୍ ଓ ବାଲା ଓ ଏତ୍ସମ୍ BSB BSB: Hazar-shual, Balah, Ezem,
4 ULB ଓ ଇଲତୋଲଦ୍ ଓ ବଥୁଲ ଓ ହର୍ମା BSB BSB: Eltolad, Bethul, Hormah,
5 ULB ଓ ସିକ୍ଲଗ୍ ଓ ବେଥ୍-ମର୍କାବୋତ୍ ଓ ହତ୍ସରସୂଷୀମ୍ BSB BSB: Ziklag, Beth-marcaboth, Hazar-susah,
6 ULB ଓ ବେଥ୍-ଲବାୟୋତ୍ ଓ ଶାରୁହନ୍; ଗ୍ରାମ ସମେତ ଏହି ତେର ନଗର। BSB BSB: Beth-lebaoth, and Sharuhen—thirteen cities, along with their villages.
7 ULB ଐନ୍ ଓ ରିମ୍ମୋନ୍ ଓ ଏଥର୍ ଓ ଆଶନ୍; ଗ୍ରାମ ସମେତ ଏହି ଚାରି ନଗର BSB BSB: Ain, Rimmon, Ether, and Ashan—four cities, along with their villages,
8 ULB ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା। BSB BSB: and all the villages surrounding these cities as far as Baalath-beer (Ramah of the Negev). This was the inheritance of the clans of the tribe of Simeon.
9 ULB ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ। BSB BSB: The inheritance of the Simeonites was taken from the territory of Judah, because the share for Judah’s descendants was too large for them. So the Simeonites received an inheritance within Judah’s portion.
10 ULB ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା। BSB BSB: The third lot came up for the clans of the tribe of Zebulun: The border of their inheritance stretched as far as Sarid.
11 ULB ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା। BSB BSB: It went up westward to Maralah, reached Dabbesheth, and met the brook east of Jokneam.
12 ULB ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍ରେ ବାହାରି ଯାଫୀୟକୁ ଉଠିଗଲା। BSB BSB: From Sarid it turned eastward along the border of Chisloth-tabor and went on to Daberath and up to Japhia.
13 ULB ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାଥ୍-ହେଫର ଦେଇ ଏତ୍କାତ୍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍କୁ ଗଲା। BSB BSB: From there it crossed eastward to Gath-hepher and to Eth-kazin; it extended to Rimmon and curved around toward Neah.
14 ULB ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା। BSB BSB: Then the border circled around the north side of Neah to Hannathon and ended at the Valley of Iphtah-el.
15 ULB ପୁଣି କଟତ୍ ଓ ନହଲୋଲ୍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର। BSB BSB: It also included Kattath, Nahalal, Shimron, Idalah, and Bethlehem. There were twelve cities, along with their villages.
16 ULB ଗ୍ରାମ ସମେତ ଏସବୁ ନଗର ସବୂଲୂନ-ସନ୍ତାନମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା। BSB BSB: This was the inheritance of the clans of the tribe of Zebulun, including these cities and their villages.
17 ULB ଏଥିଉତ୍ତାରେ ଇଷାଖରର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା। BSB BSB: The fourth lot came out for the clans of the tribe of Issachar:
18 ULB ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ BSB BSB: Their territory included Jezreel, Chesulloth, Shunem,
19 ULB ଓ ହଫାରୟିମ୍ ଓ ଶୀୟୋନ ଓ ଅନହରତ୍ BSB BSB: Hapharaim, Shion, Anaharath,
20 ULB ଓ ରାବ୍ବୀତ୍ ଓ କିଶୀୟୋନ୍ ଓ ଏବସ BSB BSB: Rabbith, Kishion, Ebez,
21 ULB ଓ ରେମତ୍ ଓ ଐନ୍-ଗନ୍ନୀମ୍ ଓ ଐନ୍-ହଦ୍ଦା ଓ ବେଥ୍-ପତ୍ସେସ ପର୍ଯ୍ୟନ୍ତ ଗଲା। BSB BSB: Remeth, En-gannim, En-haddah, and Beth-pazzez.
22 ULB ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର। BSB BSB: The border reached Tabor, Shahazumah, and Beth-shemesh, and ended at the Jordan. There were sixteen cities, along with their villages.
23 ULB ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା। BSB BSB: This was the inheritance of the clans of the tribe of Issachar, including these cities and their villages.
24 ULB ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା। BSB BSB: The fifth lot came out for the clans of the tribe of Asher:
25 ULB ଆଉ ସେମାନଙ୍କର ସୀମା ହିଲକତ୍ ଓ ହଲୀ ଓ ବେଟନ ଓ ଅକ୍ଷଫ BSB BSB: Their territory included Helkath, Hali, Beten, Achshaph,
26 ULB ଓ ଅଲମେଲକ୍ ଓ ଅମୀୟାଦ୍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍ନତ ପର୍ଯ୍ୟନ୍ତ ଗଲା। BSB BSB: Allammelech, Amad, and Mishal. On the west the border touched Carmel and Shihor-libnath,
27 ULB ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ BSB BSB: then turned eastward toward Beth-dagon, touched Zebulun and the Valley of Iphtah-el, and went north to Beth-emek and Neiel, passing Cabul on the left.
28 ULB ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା; BSB BSB: It went on to Ebron, Rehob, Hammon, and Kanah, as far as Greater Sidon.
29 ULB ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା। BSB BSB: The border then turned back toward Ramah as far as the fortified city of Tyre, turned toward Hosah, and came out at the Sea in the region of Achzib,
30 ULB ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା। BSB BSB: Ummah, Aphek, and Rehob. There were twenty-two cities, along with their villages.
31 ULB ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା। BSB BSB: This was the inheritance of the clans of the tribe of Asher, including these cities and their villages.
32 ULB ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା। BSB BSB: The sixth lot came out for the clans of the tribe of Naphtali:
33 ULB ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା। BSB BSB: Their border started at Heleph and the great tree of Zaanannim, passing Adami-nekeb and Jabneel as far as Lakkum and ending at the Jordan.
34 ULB ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍ନୋତ୍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ୍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା। BSB BSB: Then the border turned westward to Aznoth-tabor and ran from there to Hukkok, touching Zebulun on the south side, Asher on the west, and Judah at the Jordan on the east.
35 ULB ପୁଣି ସବୀମ ଓ ସେର ଓ ହମ୍ମତ୍, ରକ୍କତ୍ ଓ କିନ୍ନେରତ୍ BSB BSB: The fortified cities were Ziddim, Zer, Hammath, Rakkath, Chinnereth,
36 ULB ଓ ଆଦାମା ଓ ରାମା ଓ ହାସୋର BSB BSB: Adamah, Ramah, Hazor,
37 ULB ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର BSB BSB: Kedesh, Edrei, En-hazor,
38 ULB ଓ ଯିରୋଣ ଓ ମିଗ୍ଦଲେଲ ଓ ହୋରେମ୍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀରବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣାଇଶ ନଗର। BSB BSB: Iron, Migdal-el, Horem, Beth-anath, and Beth-shemesh. There were nineteen cities, along with their villages.
39 ULB ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର। BSB BSB: This was the inheritance of the clans of the tribe of Naphtali, including these cities and their villages.
40 ULB ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା। BSB BSB: The seventh lot came out for the clans of the tribe of Dan:
41 ULB ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍ BSB BSB: The territory of their inheritance included Zorah, Eshtaol, Ir-shemesh,
42 ULB ଓ ଶାଲବୀନ୍ ଓ ଅୟାଲୋନ୍ ଓ ଯିତ୍ଲା BSB BSB: Shaalabbin, Aijalon, Ithlah,
43 ULB ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ BSB BSB: Elon, Timnah, Ekron,
44 ULB ଓ ଇଲତ୍କୀ ଓ ଗିବ୍ବଥୋନ ଓ ବାଲତ୍ BSB BSB: Eltekeh, Gibbethon, Baalath,
45 ULB ଓ ଯିହୂଦ୍ ଓ ବନେବରକ୍ ଓ ଗାଥ୍-ରିମ୍ମୋନ BSB BSB: Jehud, Bene-berak, Gath-rimmon,
46 ULB ଓ ମେୟକୋନ୍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ। BSB BSB: Me-jarkon, and Rakkon, including the territory across from Joppa.
47 ULB ମାତ୍ର ଦାନ୍-ସନ୍ତାନଗଣର ସୀମା ସେହିସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ। BSB BSB: (Later, when the territory of the Danites was lost to them, they went up and fought against Leshem, captured it, and put it to the sword. So they took possession of Leshem, settled there, and renamed it after their father Dan.)
48 ULB ଆପଣା ଆପଣା ବଂଶାନୁସାରେ ଦାନ୍ ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା, BSB BSB: This was the inheritance of the clans of the tribe of Dan, including these cities and their villages.
49 ULB ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ। BSB BSB: When they had finished distributing the land into its territories, the Israelites gave Joshua son of Nun an inheritance among them,
50 ULB ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ ପର୍ବତମୟ ଦେଶରେ ତିମ୍ନାତ୍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ। BSB BSB: as the LORD had commanded. They gave him the city of Timnath-serah in the hill country of Ephraim, as he requested. He rebuilt the city and settled in it.
51 ULB ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ। BSB BSB: These are the inheritances that Eleazar the priest, Joshua son of Nun, and the heads of the families distributed by lot to the tribes of Israel at Shiloh before the LORD at the entrance to the Tent of Meeting. So they finished dividing up the land.
Select verses for actions: Enter goes to them and Escape comes back.