1 ULB ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ; BSB BSB: Now the family heads of the Levites approached Eleazar the priest, Joshua son of Nun, and the heads of the other tribes of Israel
2 ULB ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।” BSB BSB: at Shiloh in the land of Canaan and said to them, “The LORD commanded through Moses that we be given cities in which to live, together with pasturelands for our livestock.”
3 ULB ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗର ସମୁହ ଓ ତହିଁର ତଳିଭୂମି ଦେଲେ। BSB BSB: So by the command of the LORD, the Israelites gave the Levites these cities and their pasturelands out of their own inheritance:
4 ULB ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ। BSB BSB: The first lot came out for the Kohathite clans. The Levites who were descendants of Aaron the priest received thirteen cities by lot from the tribes of Judah, Simeon, and Benjamin.
5 ULB ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ। BSB BSB: The remaining descendants of Kohath received ten cities by lot from the tribes of Ephraim, Dan, and the half-tribe of Manasseh.
6 ULB ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ। BSB BSB: The descendants of Gershon received thirteen cities by lot from the tribes of Issachar, Asher, Naphtali, and the half-tribe of Manasseh in Bashan.
7 ULB ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍ ବଂଶ ଓ ଗାଦ୍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ। BSB BSB: And the descendants of Merari received twelve cities from the tribes of Reuben, Gad, and Zebulun.
8 ULB ଏହିରୂପେ ଇସ୍ରାଏଲ ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ। BSB BSB: So the Israelites allotted to the Levites these cities, together with their pasturelands, as the LORD had commanded through Moses.
9 ULB ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି। BSB BSB: From the tribes of Judah and Simeon, they designated these cities by name
10 ULB ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା। BSB BSB: to the descendants of Aaron from the Kohathite clans of the Levites, because the first lot fell to them:
11 ULB ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା। BSB BSB: They gave them Kiriath-arba (that is, Hebron), with its surrounding pasturelands, in the hill country of Judah. (Arba was the father of Anak.)
12 ULB ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ। BSB BSB: But they had given the fields and villages around the city to Caleb son of Jephunneh as his possession.
13 ULB ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି, BSB BSB: So to the descendants of Aaron the priest they gave these cities, together with their pasturelands: Hebron, a city of refuge for the manslayer, Libnah,
14 ULB ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି, BSB BSB: Jattir, Eshtemoa,
15 ULB ହୋଲୋନ୍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି, BSB BSB: Holon, Debir,
16 ULB ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ। BSB BSB: Ain, Juttah, and Beth-shemesh—nine cities from these two tribes, together with their pasturelands.
17 ULB ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି, BSB BSB: And from the tribe of Benjamin they gave them Gibeon, Geba,
18 ULB ଅନାଥୋତ୍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର। BSB BSB: Anathoth, and Almon—four cities, together with their pasturelands.
19 ULB ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା। BSB BSB: In all, thirteen cities, together with their pasturelands, were given to the priests, the descendants of Aaron.
20 ULB ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ। BSB BSB: The remaining Kohathite clans of the Levites were allotted these cities: From the tribe of Ephraim
21 ULB ପୁଣି ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି, BSB BSB: they were given Shechem in the hill country of Ephraim (a city of refuge for the manslayer), Gezer,
22 ULB କିବ୍ସୟିମ୍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। BSB BSB: Kibzaim, and Beth-horon—four cities, together with their pasturelands.
23 ULB ପୁଣି ଦାନ୍ ବଂଶରୁ ଇଲତ୍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି, BSB BSB: From the tribe of Dan they were given Elteke, Gibbethon,
24 ULB ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। BSB BSB: Aijalon, and Gath-rimmon—four cities, together with their pasturelands.
25 ULB ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ। BSB BSB: And from the half-tribe of Manasseh they were given Taanach and Gath-rimmon—two cities, together with their pasturelands.
26 ULB କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା। BSB BSB: In all, ten cities, together with their pasturelands, were given to the rest of the Kohathite clans.
27 ULB ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ। BSB BSB: This is what the Levite clans of the Gershonites were given: From the half-tribe of Manasseh they were given Golan in Bashan, a city of refuge for the manslayer, and Beeshterah—two cities, together with their pasturelands.
28 ULB ପୁଣି ଇଷାଖର ବଂଶରୁ କିଶୀୟୋନ୍ ଓ ତହିଁ ତଳିଭୂମି, ଦାବରତ୍ ଓ ତହିଁ ତଳିଭୂମି, BSB BSB: From the tribe of Issachar they were given Kishion, Daberath,
29 ULB ଯର୍ମୂତ ଓ ତହିଁ ତଳିଭୂମି, ଐନ୍-ଗନ୍ନୀମ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। BSB BSB: Jarmuth, and En-gannim—four cities, together with their pasturelands.
30 ULB ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍ ଓ ତହିଁ ତଳିଭୂମି, BSB BSB: From the tribe of Asher they were given Mishal, Abdon,
31 ULB ହିଲକତ୍ ଓ ତହିଁ ତଳିଭୂମି, ରହୋବ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। BSB BSB: Helkath, and Rehob—four cities, together with their pasturelands.
32 ULB ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ। BSB BSB: And from the tribe of Naphtali they were given Kedesh in Galilee (a city of refuge for the manslayer), Hammoth-dor, and Kartan—three cities, together with their pasturelands.
33 ULB ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ। BSB BSB: In all, thirteen cities, together with their pasturelands, were given to the Gershonite clans.
34 ULB ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି, BSB BSB: This is what the Merarite clan (the rest of the Levites) were given: From the tribe of Zebulun they were given Jokneam, Kartah,
35 ULB ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। BSB BSB: Dimnah, and Nahalal—four cities, together with their pasturelands.
36 ULB ପୁଣି ରୁବେନ୍ ବଂଶରୁ ବେତ୍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି, BSB BSB: From the tribe of Reuben they were given Bezer, Jahaz,
37 ULB କଦେମୋତ୍ ଓ ତହିଁ ତଳିଭୂମି, ମେଫାତ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। BSB BSB: Kedemoth, and Mephaath—four cities, together with their pasturelands.
38 ULB ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି, BSB BSB: And from the tribe of Gad they were given Ramoth in Gilead, a city of refuge for the manslayer, Mahanaim,
39 ULB ହିଷ୍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ। BSB BSB: Heshbon, and Jazer—four cities in all, together with their pasturelands.
40 ULB ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା। BSB BSB: In all, twelve cities were allotted to the clans of Merari, the remaining Levite clans.
41 ULB ଇସ୍ରାଏଲ ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା। BSB BSB: For the Levites, then, there were forty-eight cities in all, together with their pasturelands, within the territory of the Israelites.
42 ULB ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା। BSB BSB: Each of these cities had its own surrounding pasturelands; this was true for all the cities.
43 ULB ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ। BSB BSB: Thus the LORD gave Israel all the land He had sworn to give their fathers, and they took possession of it and settled in it.
44 ULB ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। BSB BSB: And the LORD gave them rest on every side, just as He had sworn to their fathers. None of their enemies could stand against them, for the LORD delivered all their enemies into their hand.
45 ULB ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା। BSB BSB: Not one of all the LORD’s good promises to the house of Israel had failed; everything was fulfilled.
Select verses for actions: Enter goes to them and Escape comes back.