1 ULB ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା। BSB BSB: In those days there was no king in Israel, and the tribe of the Danites was looking for territory to occupy. For up to that time they had not come into an inheritance among the tribes of Israel.
2 ULB ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କର; ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ। BSB BSB: So the Danites sent out five men from their clans, men of valor from Zorah and Eshtaol, to spy out the land and explore it. “Go and explore the land,” they told them. The men entered the hill country of Ephraim and came to the house of Micah, where they spent the night.
3 ULB ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି? BSB BSB: And while they were near Micah’s house, they recognized the voice of the young Levite; so they went over and asked him, “Who brought you here? What are you doing in this place? Why are you here?”
4 ULB ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି। BSB BSB: “Micah has done this and that for me,” he replied, “and he has hired me to be his priest.”
5 ULB ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ। BSB BSB: Then they said to him, “Please inquire of God to determine whether we will have a successful journey.”
6 ULB ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି। BSB BSB: And the priest told them, “Go in peace. The LORD is watching over your journey.”
7 ULB ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କି ରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା। BSB BSB: So the five men departed and came to Laish, where they saw that the people were living securely, like the Sidonians, quiet and unsuspecting. There was nothing lacking in the land and no oppressive ruler. And they were far away from the Sidonians and had no alliance with anyone.
8 ULB ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର? BSB BSB: When the men returned to Zorah and Eshtaol, their brothers asked them, “What did you find?”
9 ULB ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ। BSB BSB: They answered, “Come on, let us go up against them, for we have seen the land, and it is very good. Why would you fail to act? Do not hesitate to go there and take possession of the land!
10 ULB ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ। BSB BSB: When you enter, you will come to an unsuspecting people and a spacious land, for God has delivered it into your hand. It is a place where nothing on earth is lacking.”
11 ULB ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ। BSB BSB: So six hundred Danites departed from Zorah and Eshtaol, armed with weapons of war.
12 ULB ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍-ଯିୟାରୀମ୍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍ର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି। BSB BSB: They went up and camped at Kiriath-jearim in Judah. That is why the place west of Kiriath-jearim is called Mahaneh-dan to this day.
13 ULB ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ। BSB BSB: And from there they traveled to the hill country of Ephraim and came to Micah’s house.
14 ULB ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କ’ଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର। BSB BSB: Then the five men who had gone to spy out the land of Laish said to their brothers, “Did you know that one of these houses has an ephod, household gods, a graven image, and a molten idol? Now think about what you should do.”
15 ULB ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳବାର୍ତ୍ତା ପଚାରିଲେ। BSB BSB: So they turned aside there and went to the home of the young Levite, the house of Micah, and greeted him.
16 ULB ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ। BSB BSB: The six hundred Danites stood at the entrance of the gate, armed with their weapons of war.
17 ULB ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ୱାର ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା। BSB BSB: And the five men who had gone to spy out the land went inside and took the graven image, the ephod, the household idols, and the molten idol, while the priest stood at the entrance of the gate with the six hundred armed men.
18 ULB ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଦିତ ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, ତୁମ୍ଭେମାନେ କଅଣ କରୁଅଛ? BSB BSB: When they entered Micah’s house and took the graven image, the ephod, the household idols, and the molten idol, the priest said to them, “What are you doing?”
19 ULB ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ? BSB BSB: “Be quiet,” they told him. “Put your hand over your mouth and come with us and be a father and a priest to us. Is it better for you to be a priest for the house of one person or a priest for a tribe and family in Israel?”
20 ULB ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଦିତ ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା। BSB BSB: So the priest was glad and took the ephod, the household idols, and the graven image, and went with the people.
21 ULB ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ। BSB BSB: Putting their small children, their livestock, and their possessions in front of them, they turned and departed.
22 ULB ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍ ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ। BSB BSB: After they were some distance from Micah’s house, the men in the houses near Micah’s house mobilized and overtook the Danites.
23 ULB ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ? BSB BSB: When they called out after them, the Danites turned to face them and said to Micah, “What is the matter with you that you have called out such a company?”
24 ULB ତହିଁରେ ସେ କହିଲା, ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଛ, ତୁମ୍ଭର କଅଣ ହେଲା? BSB BSB: He replied, “You took the gods I had made, and my priest, and went away. What else do I have? How can you say to me, ‘What is the matter with you?’”
25 ULB ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ। BSB BSB: The Danites said to him, “Do not raise your voice against us, or angry men will attack you, and you and your family will lose your lives.”
26 ULB ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା। BSB BSB: So the Danites went on their way, and Micah turned to go back home, because he saw that they were too strong for him.
27 ULB ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ। BSB BSB: After they had taken Micah’s idols and his priest, they went to Laish, to a quiet and unsuspecting people, and they struck them with their swords and burned down the city.
28 ULB ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ। BSB BSB: There was no one to deliver them, because the city was far from Sidon and had no alliance with anyone; it was in a valley near Beth-rehob. And the Danites rebuilt the city and lived there.
31 ULB ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ। BSB BSB: So they set up for themselves Micah’s graven image, and it was there the whole time the house of God was in Shiloh.
Select verses for actions: Enter goes to them and Escape comes back.