1 ULB ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ BSB BSB: These are the nations that the LORD left to test all the Israelites who had not known any of the wars in Canaan,
2 ULB ଓ ଇସ୍ରାଏଲ ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା, BSB BSB: if only to teach warfare to the subsequent generations of Israel, especially to those who had not known it formerly:
3 ULB ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍-ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ। BSB BSB: the five rulers of the Philistines, all the Canaanites, the Sidonians, and the Hivites who lived in the mountains of Lebanon from Mount Baal-hermon to Lebo-hamath.
4 ULB ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ। BSB BSB: These nations were left to test the Israelites, to find out whether they would keep the commandments of the LORD, which He had given their fathers through Moses.
5 ULB ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ। BSB BSB: Thus the Israelites continued to live among the Canaanites, Hittites, Amorites, Perizzites, Hivites, and Jebusites.
6 ULB ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ। BSB BSB: And they took the daughters of these people in marriage, gave their own daughters to their sons, and served their gods.
7 ULB ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ। BSB BSB: So the Israelites did evil in the sight of the LORD; they forgot the LORD their God and served the Baals and the Asherahs.
8 ULB ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ। BSB BSB: Then the anger of the LORD burned against Israel, and He sold them into the hand of Cushan-rishathaim king of Aram-naharaim, and the Israelites served him eight years.
9 ULB ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ। BSB BSB: But when the Israelites cried out to the LORD, He raised up Othniel son of Caleb’s younger brother Kenaz as a deliverer to save them.
10 ULB ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା। BSB BSB: The Spirit of the LORD came upon him, and he became Israel’s judge and went out to war. And the LORD delivered Cushan-rishathaim king of Aram into the hand of Othniel, who prevailed against him.
11 ULB ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏ ଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା। BSB BSB: So the land had rest for forty years, until Othniel son of Kenaz died.
12 ULB ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ। BSB BSB: Once again the Israelites did evil in the sight of the LORD. So He gave Eglon king of Moab power over Israel, because they had done evil in the sight of the LORD.
13 ULB ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା। BSB BSB: After enlisting the Ammonites and Amalekites to join forces with him, Eglon attacked and defeated Israel, taking possession of the City of Palms.
14 ULB ତହିଁରେ ଇସ୍ରାଏଲ ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ। BSB BSB: The Israelites served Eglon king of Moab eighteen years.
15 ULB ତହୁଁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ। BSB BSB: And again they cried out to the LORD, and He raised up Ehud son of Gera, a left-handed Benjamite, as their deliverer. So they sent him with tribute to Eglon king of Moab.
16 ULB ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ। BSB BSB: Now Ehud had made for himself a double-edged sword a cubit long. He strapped it to his right thigh under his cloak
17 ULB ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା। BSB BSB: and brought the tribute to Eglon king of Moab, who was an obese man.
18 ULB ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ। BSB BSB: After Ehud had finished presenting the tribute, he ushered out those who had carried it.
19 ULB ମାତ୍ର ସେ ଆପେ ଗିଲ୍ଗଲସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, ତୁନି ହୋଇ ଥାଅ। ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରି ଗଲେ। BSB BSB: But upon reaching the idols near Gilgal, he himself turned back and said, “I have a secret message for you, O king.” “Silence,” said the king, and all his attendants left him.
20 ULB ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି; ତହୁଁ ସେ ଆପଣା ସିଂହାସନରୁ ଉଠିଲା। BSB BSB: Then Ehud approached him while he was sitting alone in the coolness of his upper room. “I have a word from God for you,” Ehud said, and the king rose from his seat.
21 ULB ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ; BSB BSB: And Ehud reached with his left hand, pulled the sword from his right thigh, and plunged it into Eglon’s belly.
22 ULB ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା। BSB BSB: Even the handle sank in after the blade, and Eglon’s fat closed in over it, so that Ehud did not withdraw the sword from his belly. And Eglon’s bowels emptied.
23 ULB ଏ ଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ। BSB BSB: Then Ehud went out through the porch, closing and locking the doors of the upper room behind him.
24 ULB ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି। BSB BSB: After Ehud was gone, Eglon’s servants came in and found the doors of the upper room locked. “He must be relieving himself in the cool room,” they said.
25 ULB ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି। BSB BSB: So they waited until they became worried and saw that he had still not opened the doors of the upper room. Then they took the key and opened the doors—and there was their lord lying dead on the floor.
26 ULB ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ। BSB BSB: Ehud, however, had escaped while the servants waited. He passed by the idols and escaped to Seirah.
27 ULB ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ। BSB BSB: On arriving in Seirah, he blew the ram’s horn throughout the hill country of Ephraim. The Israelites came down with him from the hills, and he became their leader.
28 ULB ପୁଣି ସେ ସେମାନଙ୍କୁ କହିଲେ, ମୋ’ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ। BSB BSB: “Follow me,” he told them, “for the LORD has delivered your enemies the Moabites into your hand.” So they followed him down and seized the fords of the Jordan leading to Moab, and they did not allow anyone to cross over.
29 ULB ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ। BSB BSB: At that time they struck down about ten thousand Moabites, all robust and valiant men. Not one of them escaped.
30 ULB ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା। BSB BSB: So Moab was subdued under the hand of Israel that day, and the land had rest for eighty years.
31 ULB ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ। BSB BSB: After Ehud came Shamgar son of Anath. And he too saved Israel, striking down six hundred Philistines with an oxgoad.
Select verses for actions: Enter goes to them and Escape comes back.