2 ULB ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, BSB BSB: They found the stone rolled away from the tomb,
3 ULB କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ। BSB BSB: but when they entered, they did not find the body of the Lord Jesus.
4 ULB ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; BSB BSB: While they were puzzling over this, suddenly two men in radiant apparel stood beside them.
5 ULB ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଚ୍ଛ? BSB BSB: As the women bowed their faces to the ground in terror, the two men asked them, “Why do you look for the living among the dead?
6 ULB ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି। ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ, BSB BSB: He is not here; He has risen! Remember how He told you while He was still in Galilee:
7 ULB ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର। BSB BSB: ‘The Son of Man must be delivered into the hands of sinful men, and be crucified, and on the third day rise again.’”
8 ULB ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ, BSB BSB: Then they remembered His words.
9 ULB ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହି ସବୁ ସମ୍ବାଦ ଦେଲେ। BSB BSB: And when they returned from the tomb, they reported all these things to the Eleven and to all the others.
10 ULB ଏମାନେ ମଗ୍ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହି ସବୁ ବିଷୟ ଜଣାଇଲେ। BSB BSB: It was Mary Magdalene, Joanna, Mary the mother of James, and the other women with them who told this to the apostles.
12 ULB କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ। BSB BSB: Peter, however, got up and ran to the tomb. And after bending down and seeing only the linen cloths, he went away, wondering to himself what had happened.
14 ULB ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ। BSB BSB: They were talking with each other about everything that had happened.
15 ULB ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ; BSB BSB: And as they talked and deliberated, Jesus Himself came up and walked along with them.
16 ULB କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। BSB BSB: But their eyes were kept from recognizing Him.
17 ULB ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କ'ଣ? ସେଥିରେ ସେମାନେ ଦୁଃଖି ମୁଖରେ ଠିଆ ହୋଇ ରହିଲେ। BSB BSB: He asked them, “What are you discussing so intently as you walk along?” They stood still, with sadness on their faces.
18 ULB ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ? BSB BSB: One of them, named Cleopas, asked Him, “Are You the only visitor to Jerusalem who does not know the things that have happened there in recent days?”
19 ULB ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, BSB BSB: “What things?” He asked. “The events involving Jesus of Nazareth,” they answered. “This man was a prophet, powerful in speech and action before God and all the people.
20 ULB ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ। BSB BSB: Our chief priests and rulers delivered Him up to the sentence of death, and they crucified Him.
21 ULB କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହାଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା। BSB BSB: But we were hoping He was the One who would redeem Israel. And besides all this, it is the third day since these things took place.
22 ULB ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ BSB BSB: Furthermore, some of our women astounded us. They were at the tomb early this morning,
23 ULB ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି। BSB BSB: but they did not find His body. They came and told us they had seen a vision of angels, who said that Jesus was alive.
24 ULB ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ BSB BSB: Then some of our companions went to the tomb and found it just as the women had described. But Him they did not see.”
26 ULB ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା? BSB BSB: Was it not necessary for the Christ to suffer these things and then to enter His glory?”
27 ULB ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ। BSB BSB: And beginning with Moses and all the Prophets, He explained to them what was written in all the Scriptures about Himself.
28 ULB ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ। BSB BSB: As they approached the village where they were headed, He seemed to be going farther.
29 ULB କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ। BSB BSB: But they pleaded with Him, “Stay with us, for it is nearly evening and the day is almost over.” So He went in to stay with them.
30 ULB ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ। BSB BSB: While He was reclining at the table with them, He took bread, spoke a blessing and broke it, and gave it to them.
31 ULB ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ। BSB BSB: Then their eyes were opened and they recognized Jesus—and He disappeared from their sight.
32 ULB ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା? BSB BSB: They asked each other, “Were not our hearts burning within us as He spoke with us on the road and opened the Scriptures to us?”
33 ULB ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ; BSB BSB: And they got up that very hour and returned to Jerusalem. There they found the Eleven and those with them, gathered together
34 ULB ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି। BSB BSB: and saying, “The Lord has indeed risen and has appeared to Simon!”
35 ULB ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହି ସବୁ ବର୍ଣ୍ଣନା କରିବାକୁ ଲାଗିଲେ। BSB BSB: Then the two told what had happened on the road, and how they had recognized Jesus in the breaking of the bread.
37 ULB ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ। BSB BSB: But they were startled and frightened, thinking they had seen a spirit.
38 ULB ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି? BSB BSB: “Why are you troubled,” Jesus asked, “and why do doubts arise in your hearts?
39 ULB ଏ ଯେ ସ୍ୱୟଂ ମୁଁ, ମୋର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ। BSB BSB: Look at My hands and My feet. It is I Myself. Touch Me and see—for a spirit does not have flesh and bones, as you see I have.”
40 ULB ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ। BSB BSB: And when He had said this, He showed them His hands and feet.
41 ULB ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କ'ଣ ଖାଦ୍ୟ ଅଛି? BSB BSB: While they were still in disbelief because of their joy and amazement, He asked them, “Do you have anything here to eat?”
42 ULB ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ। BSB BSB: So they gave Him a piece of broiled fish,
43 ULB ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତାରେ ଭୋଜନ କଲେ। BSB BSB: and He took it and ate it in front of them.
45 ULB ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; BSB BSB: Then He opened their minds to understand the Scriptures.
46 ULB ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ, BSB BSB: And He told them, “This is what is written: The Christ will suffer and rise from the dead on the third day,
47 ULB ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ। BSB BSB: and in His name repentance and forgiveness of sins will be proclaimed to all nations, beginning in Jerusalem.
48 ULB ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ BSB BSB: You are witnesses of these things.
49 ULB ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ। BSB BSB: And behold, I am sending the promise of My Father upon you. But remain in the city until you have been clothed with power from on high.”
50 ULB ତତ୍ପରେ ସେ ସେମାନଙ୍କୁ ବେଥନିଅାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ। BSB BSB: When Jesus had led them out as far as Bethany, He lifted up His hands and blessed them.
51 ULB ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ। BSB BSB: While He was blessing them, He left them and was carried up into heaven.
52 ULB ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ, BSB BSB: And they worshiped Him and returned to Jerusalem with great joy,
53 ULB ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ୱରଙ୍କ ସ୍ତବ କରିବାକୁ ଲାଗିଲେ। BSB BSB: praising God continually in the temple.