1 ULB ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବେଥ୍ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ, BSB BSB: As they approached Jerusalem and came to Bethphage and Bethany at the Mount of Olives, Jesus sent out two of His disciples
2 ULB ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବାକ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାକୁ ଫିଟାଇ ଘେନିଆସ। BSB BSB: and said to them, “Go into the village ahead of you, and as soon as you enter it, you will find a colt tied there, on which no one has ever sat. Untie it and bring it here.
3 ULB ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ, ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ। BSB BSB: If anyone asks, ‘Why are you doing this?’ tell him, ‘The Lord needs it and will return it shortly.’”
4 ULB ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ। BSB BSB: So they went and found the colt outside in the street, tied at a doorway. They untied it,
5 ULB ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କ'ଣ କରୁଅଛ? BSB BSB: and some who were standing there asked, “Why are you untying the colt?”
6 ULB ଯୀଶୁ ଯେପରି କହିଥିଲେ, ସେମାନେ ସେହିପରି ସେମାନଙ୍କୁ ଉତ୍ତର ଦେଲେ; ତହିଁରେ ସେମାନେ ସେମାନଙ୍କୁ ଅନୁମତି ଦେଲେ। BSB BSB: The disciples answered as Jesus had instructed them, and the people gave them permission.
7 ULB ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ। BSB BSB: Then they led the colt to Jesus and threw their cloaks over it, and He sat on it.
8 ULB ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ। BSB BSB: Many in the crowd spread their cloaks on the road, while others spread branches they had cut from the fields.
9 ULB ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! BSB BSB: The ones who went ahead and those who followed were shouting: “Hosanna!” “Blessed is He who comes in the name of the Lord!”
10 ULB ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା! BSB BSB: “Blessed is the coming kingdom of our father David!” “Hosanna in the highest!”
11 ULB ପରେ ସେ ଯିରୂଶାଲମକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି, ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ବାର ଶିଷ୍ୟଙ୍କ ସହିତ ବେଥନିଆକୁ ବାହାରିଗଲେ,। BSB BSB: Then Jesus entered Jerusalem and went into the temple courts. He looked around at everything, but since it was already late, He went out to Bethany with the Twelve.
14 ULB ସେଥିରେ ଯୀଶୁ ତାହାକୁ କହିଲେ, ଆଉ କଦାପି କେହି ତୋଠାରୁ ଫଳ ନ ଖାଉ। ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ। BSB BSB: Then He said to the tree, “May no one ever eat of your fruit again.” And His disciples heard this statement.
16 ULB ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ, BSB BSB: And He would not allow anyone to carry merchandise through the temple courts.
18 ULB ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ। BSB BSB: When the chief priests and scribes heard this, they looked for a way to kill Him. For they were afraid of Him, because the whole crowd was astonished at His teaching.
19 ULB ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ। BSB BSB: And when evening came, Jesus and His disciples went out of the city.
21 ULB ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରି ଗଛକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି। BSB BSB: Peter remembered it and said, “Look, Rabbi! The fig tree You cursed has withered.”
22 ULB ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କଠାରେ ବିଶ୍ୱାସ ରଖ। BSB BSB: “Have faith in God,” Jesus said to them.
23 ULB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତା' ନିମନ୍ତେ ତାହା ଘଟିବ। BSB BSB: “Truly I tell you that if anyone says to this mountain, ‘Be lifted up and thrown into the sea,’ and has no doubt in his heart but believes that it will happen, it will be done for him.
24 ULB ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହି ସବୁ ପାଇବ। BSB BSB: Therefore I tell you, whatever you ask for in prayer, believe that you have received it, and it will be yours.
25 ULB ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ। BSB BSB: And when you stand to pray, if you hold anything against another, forgive it, so that your Father in heaven will forgive your trespasses as well.”
26 ULB କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ। BSB BSB: Not in the BSB
27 ULB ପରେ ସେମାନେ ପୁନର୍ବାର ଯିରୂଶାଲମକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, BSB BSB: After their return to Jerusalem, Jesus was walking in the temple courts, and the chief priests, scribes, and elders came up to Him.
28 ULB ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା? BSB BSB: “By what authority are You doing these things?” they asked. “And who gave You the authority to do them?”
29 ULB କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି। BSB BSB: “I will ask you one question,” Jesus replied, “and if you answer Me, I will tell you by what authority I am doing these things.
30 ULB ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ। BSB BSB: John’s baptism—was it from heaven or from men? Answer Me!”
31 ULB ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? BSB BSB: They deliberated among themselves what they should answer: “If we say, ‘From heaven,’ He will ask, ‘Why then did you not believe him?’
32 ULB ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ। BSB BSB: But if we say, ‘From men’...” they were afraid of the people, for they all held that John truly was a prophet.
33 ULB ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ। BSB BSB: So they answered, “We do not know.” And Jesus replied, “Neither will I tell you by what authority I am doing these things.”