1 ULB ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ। BSB BSB: When the wall had been rebuilt and I had set the doors in place, the gatekeepers, singers, and Levites were appointed.
2 ULB ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା। BSB BSB: Then I put my brother Hanani in charge of Jerusalem, along with Hananiah the commander of the fortress, because he was a faithful man who feared God more than most.
3 ULB ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ-ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।” BSB BSB: And I told them, “Do not open the gates of Jerusalem until the sun is hot. While the guards are on duty, keep the doors shut and securely fastened. And appoint the residents of Jerusalem as guards, some at their posts and some at their own homes.”
4 ULB ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା। BSB BSB: Now the city was large and spacious, but there were few people in it, and the houses had not yet been rebuilt.
5 ULB ଏଉତ୍ତାରେ ବଂଶାବଳୀକ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋ’ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା, BSB BSB: Then my God put it into my heart to assemble the nobles, the officials, and the people to be enrolled by genealogy. I found the genealogical register of those who had first returned, and I found the following written in it:
6 ULB ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା; BSB BSB: These are the people of the province who came up from the captivity of the exiles carried away to Babylon by Nebuchadnezzar its king. They returned to Jerusalem and Judah, each to his own town,
7 ULB ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା, BSB BSB: accompanied by Zerubbabel, Jeshua, Nehemiah, Azariah, Raamiah, Nahamani, Mordecai, Bilshan, Mispereth, Bigvai, Nehum, and Baanah. This is the count of the men of Israel:
8 ULB ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ। BSB BSB: the descendants of Parosh, 2,172;
9 ULB ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ। BSB BSB: the descendants of Shephatiah, 372;
10 ULB ଆରହର ସନ୍ତାନ ଛଅ ଶହ ବାବନ ଜଣ। BSB BSB: the descendants of Arah, 652;
11 ULB ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ। BSB BSB: the descendants of Pahath-moab (through the line of Jeshua and Joab), 2,818;
12 ULB ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। BSB BSB: the descendants of Elam, 1,254;
13 ULB ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ। BSB BSB: the descendants of Zattu, 845;
14 ULB ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ। BSB BSB: the descendants of Zaccai, 760;
15 ULB ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ। BSB BSB: the descendants of Binnui, 648;
16 ULB ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ। BSB BSB: the descendants of Bebai, 628;
17 ULB ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ। BSB BSB: the descendants of Azgad, 2,322;
18 ULB ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ। BSB BSB: the descendants of Adonikam, 667;
19 ULB ବିଗ୍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ। BSB BSB: the descendants of Bigvai, 2,067;
20 ULB ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ। BSB BSB: the descendants of Adin, 655;
21 ULB ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ। BSB BSB: the descendants of Ater (through Hezekiah), 98;
22 ULB ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ। BSB BSB: the descendants of Hashum, 328;
23 ULB ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ। BSB BSB: the descendants of Bezai, 324;
24 ULB ହାରୀଫର ସନ୍ତାନ ଏକ ଶହ ବାର ଜଣ। BSB BSB: the descendants of Hariph, 112;
25 ULB ଗିବୀୟୋନ୍ର ସନ୍ତାନ ପଞ୍ଚାନବେ ଜଣ। BSB BSB: the descendants of Gibeon, 95;
26 ULB ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ। BSB BSB: the men of Bethlehem and Netophah, 188;
27 ULB ଅନାଥୋତ୍ର ଲୋକ ଏକ ଶହ ଅଠାଇଶ ଜଣ। BSB BSB: the men of Anathoth, 128;
28 ULB ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ। BSB BSB: the men of Beth-azmaveth, 42;
29 ULB କିରୀୟଥ୍-ଯିୟାରୀମ୍ର, କଫୀରାର ଓ ବେରୋତର ଲୋକ ସାତ ଶହ ତେୟାଳିଶ ଜଣ। BSB BSB: the men of Kiriath-jearim, Chephirah, and Beeroth, 743;
30 ULB ରାମା ଓ ଗେବାର ଲୋକ ଛଅ ଶହ ଏକୋଇଶ ଜଣ। BSB BSB: the men of Ramah and Geba, 621;
31 ULB ମିକ୍ମସର ଲୋକ ଏକ ଶହ ବାଇଶ ଜଣ। BSB BSB: the men of Michmash, 122;
32 ULB ବେଥେଲ୍ ଓ ଅୟର ଲୋକ ଏକ ଶହ ତେଇଶ ଜଣ। BSB BSB: the men of Bethel and Ai, 123;
33 ULB ଅନ୍ୟ ନବୋର ଲୋକ ବାବନ ଜଣ। BSB BSB: the men of the other Nebo, 52;
34 ULB ଅନ୍ୟ ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। BSB BSB: the descendants of the other Elam, 1,254;
35 ULB ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ। BSB BSB: the descendants of Harim, 320;
36 ULB ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ। BSB BSB: the men of Jericho, 345;
37 ULB ଲୋଦ୍, ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ। BSB BSB: the men of Lod, Hadid, and Ono, 721;
38 ULB ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ। BSB BSB: and the descendants of Senaah, 3,930.
39 ULB ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ। BSB BSB: The priests: the descendants of Jedaiah (through the house of Jeshua), 973;
40 ULB ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ। BSB BSB: the descendants of Immer, 1,052;
41 ULB ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ। BSB BSB: the descendants of Pashhur, 1,247;
42 ULB ହାରୀମର ସନ୍ତାନ ଏକ ହଜାର ସତର ଜଣ। BSB BSB: and the descendants of Harim, 1,017.
43 ULB ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ। BSB BSB: The Levites: the descendants of Jeshua (through Kadmiel, through the line of Hodevah), 74.
44 ULB ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ। BSB BSB: The singers: the descendants of Asaph, 148.
45 ULB ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶ ଜଣ। BSB BSB: The gatekeepers: the descendants of Shallum, the descendants of Ater, the descendants of Talmon, the descendants of Akkub, the descendants of Hatita, and the descendants of Shobai, 138 in all.
46 ULB ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ; BSB BSB: The temple servants: the descendants of Ziha, the descendants of Hasupha, the descendants of Tabbaoth,
47 ULB କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ; BSB BSB: the descendants of Keros, the descendants of Sia, the descendants of Padon,
48 ULB ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍ମୟର ସନ୍ତାନଗଣ; BSB BSB: the descendants of Lebanah, the descendants of Hagabah, the descendants of Shalmai,
49 ULB ହାନନ୍ର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ; BSB BSB: the descendants of Hanan, the descendants of Giddel, the descendants of Gahar,
50 ULB ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ; BSB BSB: the descendants of Reaiah, the descendants of Rezin, the descendants of Nekoda,
51 ULB ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ; BSB BSB: the descendants of Gazzam, the descendants of Uzza, the descendants of Paseah,
52 ULB ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ; BSB BSB: the descendants of Besai, the descendants of Meunim, the descendants of Nephushesim,
53 ULB ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ; BSB BSB: the descendants of Bakbuk, the descendants of Hakupha, the descendants of Harhur,
54 ULB ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ; BSB BSB: the descendants of Bazlith, the descendants of Mehida, the descendants of Harsha,
55 ULB ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ; BSB BSB: the descendants of Barkos, the descendants of Sisera, the descendants of Temah,
56 ULB ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ। BSB BSB: the descendants of Neziah, and the descendants of Hatipha.
57 ULB ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ; BSB BSB: The descendants of the servants of Solomon: the descendants of Sotai, the descendants of Sophereth, the descendants of Perida,
58 ULB ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ; BSB BSB: the descendants of Jaala, the descendants of Darkon, the descendants of Giddel,
59 ULB ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୋନ୍ର ସନ୍ତାନଗଣ। BSB BSB: the descendants of Shephatiah, the descendants of Hattil, the descendants of Pochereth-hazzebaim, and the descendants of Amon.
60 ULB ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ। BSB BSB: The temple servants and descendants of the servants of Solomon numbered 392 in all.
61 ULB ପୁଣି, ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, BSB BSB: The following came up from Tel-melah, Tel-harsha, Cherub, Addon, and Immer, but they could not prove that their families were descended from Israel:
62 ULB ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ। BSB BSB: the descendants of Delaiah, the descendants of Tobiah, and the descendants of Nekoda, 642 in all.
63 ULB ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା। BSB BSB: And from among the priests: the descendants of Hobaiah, the descendants of Hakkoz, and the descendants of Barzillai (who had married a daughter of Barzillai the Gileadite and was called by their name).
64 ULB ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ। BSB BSB: These men searched for their family records, but they could not find them and so were excluded from the priesthood as unclean.
65 ULB ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ। BSB BSB: The governor ordered them not to eat the most holy things until there was a priest to consult the Urim and Thummim.
66 ULB ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ। BSB BSB: The whole assembly numbered 42,360,
67 ULB ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ। BSB BSB: in addition to their 7,337 menservants and maidservants, as well as their 245 male and female singers.
68 ULB ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର; BSB BSB: They had 736 horses, 245 mules,
69 ULB ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ। BSB BSB: 435 camels, and 6,720 donkeys.
70 ULB ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା। BSB BSB: Some of the heads of the families contributed to the project. The governor gave to the treasury 1,000 darics of gold, 50 bowls, and 530 priestly garments.
71 ULB ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ। BSB BSB: And some of the heads of the families gave to the treasury for the project 20,000 darics of gold and 2,200 minas of silver.
72 ULB ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ। BSB BSB: The rest of the people gave a total of 20,000 darics of gold, 2,000 minas of silver, and 67 priestly garments.
73 ULB ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ ସନ୍ତାନଗଣ ଆପଣା ନଗରରେ ଥିଲେ। BSB BSB: So the priests, Levites, gatekeepers, singers, and temple servants, along with some of the people and the rest of the Israelites, settled in their own towns. And by the seventh month the Israelites had settled in their towns.
Select verses for actions: Enter goes to them and Escape comes back.