1 ULB ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ, BSB BSB: After the plague had ended, the LORD said to Moses and Eleazar son of Aaron the priest,
2 ULB “ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।” BSB BSB: “Take a census of the whole congregation of Israel by the houses of their fathers—all those twenty years of age or older who can serve in the army of Israel.”
3 ULB ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ, BSB BSB: So on the plains of Moab by the Jordan, across from Jericho, Moses and Eleazar the priest issued the instruction,
4 ULB “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।” BSB BSB: “Take a census of the men twenty years of age or older, as the LORD has commanded Moses.” And these were the Israelites who came out of the land of Egypt:
5 ULB ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ; BSB BSB: Reuben was the firstborn of Israel. These were the descendants of Reuben: The Hanochite clan from Hanoch, the Palluite clan from Pallu,
6 ULB ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ। BSB BSB: the Hezronite clan from Hezron, and the Carmite clan from Carmi.
7 ULB ଏମାନେ ରୁବେନ୍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ। BSB BSB: These were the clans of Reuben, and their registration numbered 43,730.
8 ULB ପଲ୍ଲୂର ସନ୍ତାନ ଇଲୀୟାବ୍। BSB BSB: Now the son of Pallu was Eliab,
9 ULB ସେହି ଇଲୀୟାବ୍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ। BSB BSB: and the sons of Eliab were Nemuel, Dathan, and Abiram. It was Dathan and Abiram, chosen by the congregation, who rebelled against Moses and Aaron with the followers of Korah who rebelled against the LORD.
10 ULB ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ। BSB BSB: And the earth opened its mouth and swallowed them along with Korah, whose followers died when the fire consumed 250 men. They serve as a warning sign.
11 ULB ତଥାପି କୋରହର ସନ୍ତାନମାନେ ମଲେ ନାହିଁ। BSB BSB: However, the line of Korah did not die out.
12 ULB ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍ଠାରୁ ଯାମୀନୀୟ ବଂଶ; ଯାଖୀନ୍ଠାରୁ ଯାଖୀନୀୟ ବଂଶ; BSB BSB: These were the descendants of Simeon by their clans: The Nemuelite clan from Nemuel, the Jaminite clan from Jamin, the Jachinite clan from Jachin,
13 ULB ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ। BSB BSB: the Zerahite clan from Zerah, and the Shaulite clan from Shaul.
14 ULB ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ। BSB BSB: These were the clans of Simeon, and there were 22,200 men.
15 ULB ଆପଣା ଆପଣା ବଂଶାନୁସାରେ ଗାଦ୍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ; BSB BSB: These were the descendants of Gad by their clans: The Zephonite clan from Zephon, the Haggite clan from Haggi, the Shunite clan from Shuni,
16 ULB ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ; BSB BSB: the Oznite clan from Ozni, the Erite clan from Eri,
17 ULB ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ। BSB BSB: the Arodite clan from Arod, and the Arelite clan from Areli.
18 ULB ଗାଦ୍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ। BSB BSB: These were the clans of Gad, and their registration numbered 40,500.
19 ULB ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ। BSB BSB: The sons of Judah were Er and Onan, but they died in the land of Canaan.
20 ULB ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ। BSB BSB: These were the descendants of Judah by their clans: The Shelanite clan from Shelah, the Perezite clan from Perez, and the Zerahite clan from Zerah.
21 ULB ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ। BSB BSB: And these were the descendants of Perez: the Hezronite clan from Hezron and the Hamulite clan from Hamul.
22 ULB ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ। BSB BSB: These were the clans of Judah, and their registration numbered 76,500.
23 ULB ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ; BSB BSB: These were the descendants of Issachar by their clans: The Tolaite clan from Tola, the Punite clan from Puvah,
24 ULB ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ। BSB BSB: the Jashubite clan from Jashub, and the Shimronite clan from Shimron.
25 ULB ଇଷାଖରର ଏହି ସକଳ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ। BSB BSB: These were the clans of Issachar, and their registration numbered 64,300.
26 ULB ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ। BSB BSB: These were the descendants of Zebulun by their clans: The Seredite clan from Sered, the Elonite clan from Elon, and the Jahleelite clan from Jahleel.
27 ULB ସବୂଲୂନର ଏହି ସକଳ ବଂଶ ଗଣାଯା’ନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ। BSB BSB: These were the clans of Zebulun, and their registration numbered 60,500.
28 ULB ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ। BSB BSB: The descendants of Joseph included the clans of Manasseh and Ephraim.
29 ULB ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ। BSB BSB: These were the descendants of Manasseh: The Machirite clan from Machir, the father of Gilead, and the Gileadite clan from Gilead.
30 ULB ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ, BSB BSB: These were the descendants of Gilead: the Iezerite clan from Iezer, the Helekite clan from Helek,
31 ULB ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ, BSB BSB: the Asrielite clan from Asriel, the Shechemite clan from Shechem,
32 ULB ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ। BSB BSB: the Shemidaite clan from Shemida, and the Hepherite clan from Hepher.
33 ULB ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା। BSB BSB: Now Zelophehad son of Hepher had no sons but only daughters. The names of his daughters were Mahlah, Noah, Hoglah, Milcah, and Tirzah.
34 ULB ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ। BSB BSB: These were the clans of Manasseh, and their registration numbered 52,700.
35 ULB ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ। BSB BSB: These were the descendants of Ephraim by their clans: The Shuthelahite clan from Shuthelah, the Becherite clan from Becher, and the Tahanite clan from Tahan.
36 ULB ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ। BSB BSB: And the descendants of Shuthelah were the Eranite clan from Eran.
37 ULB ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ। BSB BSB: These were the clans of Ephraim, and their registration numbered 32,500. These clans were the descendants of Joseph.
38 ULB ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ; BSB BSB: These were the descendants of Benjamin by their clans: The Belaite clan from Bela, the Ashbelite clan from Ashbel, the Ahiramite clan from Ahiram,
39 ULB ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ। BSB BSB: the Shuphamite clan from Shupham, and the Huphamite clan from Hupham.
40 ULB ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍ଠାରୁ ନାମାନୀୟ ବଂଶ। BSB BSB: And the descendants of Bela from Ard and Naaman were the Ardite clan from Ard and the Naamite clan from Naaman.
41 ULB ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ। BSB BSB: These were the clans of Benjamin, and their registration numbered 45,600.
42 ULB ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ। BSB BSB: These were the descendants of Dan by their clans: The Shuhamite clan from Shuham. These were the clans of Dan.
43 ULB ଶୂହମୀୟ ସମସ୍ତ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ। BSB BSB: All of them were Shuhamite clans, and their registration numbered 64,400.
44 ULB ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍ବିଠାରୁ ଯିଶ୍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ। BSB BSB: These were the descendants of Asher by their clans: The Imnite clan from Imnah, the Ishvite clan from Ishvi, and the Beriite clan from Beriah.
45 ULB ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍କୀୟେଲଠାରୁ ମଲ୍କୀୟେଲୀୟ ବଂଶ। BSB BSB: And these were the descendants of Beriah: the Heberite clan from Heber and the Malchielite clan from Malchiel.
46 ULB ଆଶେରର କନ୍ୟାର ନାମ ସେରହ। BSB BSB: And the name of Asher’s daughter was Serah.
47 ULB ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ। BSB BSB: These were the clans of Asher, and their registration numbered 53,400.
48 ULB ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ; BSB BSB: These were the descendants of Naphtali by their clans: The Jahzeelite clan from Jahzeel, the Gunite clan from Guni,
49 ULB ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ। BSB BSB: the Jezerite clan from Jezer, and the Shillemite clan from Shillem.
50 ULB ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ। BSB BSB: These were the clans of Naphtali, and their registration numbered 45,400.
51 ULB ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା। BSB BSB: These men of Israel numbered 601,730 in all.
52 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
53 ULB “ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ। BSB BSB: “The land is to be divided among the tribes as an inheritance, according to the number of names.
54 ULB ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ। BSB BSB: Increase the inheritance for a large tribe and decrease it for a small one; each tribe is to receive its inheritance according to the number of those registered.
55 ULB ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ। BSB BSB: Indeed, the land must be divided by lot; they shall receive their inheritance according to the names of the tribes of their fathers.
56 ULB ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।” BSB BSB: Each inheritance is to be divided by lot among the larger and smaller tribes.”
57 ULB ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ। BSB BSB: Now these were the Levites numbered by their clans: The Gershonite clan from Gershon, the Kohathite clan from Kohath, and the Merarite clan from Merari.
58 ULB ଲେବୀୟ ବଂଶ ଏହି; ଲିବ୍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ। BSB BSB: These were the families of the Levites: The Libnite clan, the Hebronite clan, the Mahlite clan, the Mushite clan, and the Korahite clan. Now Kohath was the father of Amram,
59 ULB ସେହି କହାତର ପୁତ୍ର ଅମ୍ରାମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା। BSB BSB: and Amram’s wife was named Jochebed. She was also a daughter of Levi, born to Levi in Egypt. To Amram she bore Aaron, Moses, and their sister Miriam.
60 ULB ହାରୋଣଠାରୁ ନାଦବ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ। BSB BSB: Nadab, Abihu, Eleazar, and Ithamar were born to Aaron,
61 ULB ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ। BSB BSB: but Nadab and Abihu died when they offered unauthorized fire before the LORD.
62 ULB ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯା’ନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ। BSB BSB: The registration of the Levites totaled 23,000, every male a month old or more; they were not numbered among the other Israelites, because no inheritance was given to them among the Israelites.
63 ULB ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ। BSB BSB: These were the ones numbered by Moses and Eleazar the priest when they counted the Israelites on the plains of Moab by the Jordan, across from Jericho.
64 ULB ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା। BSB BSB: Among all these, however, there was not one who had been numbered by Moses and Aaron the priest when they counted the Israelites in the Wilderness of Sinai.
65 ULB କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।” BSB BSB: For the LORD had told them that they would surely die in the wilderness. Not one was left except Caleb son of Jephunneh and Joshua son of Nun.
Select verses for actions: Enter goes to them and Escape comes back.