1 ULB ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଆଉ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନ, BSB BSB: Paul, a prisoner of Christ Jesus, and Timothy our brother, To Philemon our beloved fellow worker,
2 ULB ପୁଣି, ଭଗ୍ନୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ- ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଲେଖୁଅଛୁ; BSB BSB: to Apphia our sister, to Archippus our fellow soldier, and to the church that meets at your house:
3 ULB ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। BSB BSB: Grace and peace to you from God our Father and the Lord Jesus Christ.
4 ULB ପ୍ରଭୁ ଯୀଶୁ ଓ ସମସ୍ତ ପବିତ୍ର ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ଓ ବିଶ୍ୱାସ ବିଷୟ ଶୁଣି BSB BSB: I always thank my God, remembering you in my prayers,
5 ULB ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି, BSB BSB: because I hear about your faith in the Lord Jesus and your love for all the saints.
6 ULB ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦତ୍ତ ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ। BSB BSB: I pray that your partnership in the faith may become effective as you fully acknowledge every good thing that is ours in Christ.
7 ULB କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି। BSB BSB: I take great joy and encouragement in your love, because you, brother, have refreshed the hearts of the saints.
8 ULB ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି, BSB BSB: So although in Christ I am bold enough to order you to do what is proper,
9 ULB ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ, BSB BSB: I prefer to appeal on the basis of love. For I, Paul, am now aged, and a prisoner of Christ Jesus as well.
10 ULB ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି: BSB BSB: I appeal to you for my child Onesimus, whose father I became while I was in chains.
11 ULB ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି, BSB BSB: Formerly he was useless to you, but now he has become useful both to you and to me.
12 ULB ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି। BSB BSB: I am sending back to you him who is my very heart.
13 ULB ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା, BSB BSB: I would have liked to keep him with me, so that on your behalf he could minister to me in my chains for the gospel.
14 ULB କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲାପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ। BSB BSB: But I did not want to do anything without your consent, so that your goodness will not be out of compulsion, but by your own free will.
17 ULB ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲାପରି ତାହାକୁ ଗ୍ରହଣ କର। BSB BSB: So if you consider me a partner, receive him as you would receive me.
18 ULB ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋ' ହିସାବରେ ଲେଖିରଖ; BSB BSB: But if he has wronged you in any way or owes you anything, charge it to my account.
19 ULB ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋ' ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ। BSB BSB: I, Paul, write this with my own hand. I will repay it—not to mention that you owe me your very self.
20 ULB ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ। BSB BSB: Yes, brother, let me have some benefit from you in the Lord. Refresh my heart in Christ.
21 ULB ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତା'ଠାରୁ ଅଧିକ ମଧ୍ୟ କରିବ। BSB BSB: Confident of your obedience, I write to you, knowing that you will do even more than I ask.
22 ULB ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି। BSB BSB: In the meantime, prepare a guest room for me, because I hope that through your prayers I will be restored to you.
23 ULB ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। BSB BSB: Epaphras, my fellow prisoner in Christ Jesus, sends you greetings,
25 ULB ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍| BSB BSB: The grace of the Lord Jesus Christ be with your spirit.
Select verses for actions: Enter goes to them and Escape comes back.