1 ULB ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍, ଈଥୀୟେଲ ଓ ଉକଲକୁ କହେ: BSB BSB: These are the words of Agur son of Jakeh—the burden that this man declared to Ithiel: “I am weary, O God, and worn out.
2 ULB ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍, ପୁଣି, ମୋ’ଠାରେ ମନୁଷ୍ୟର ବିବେଚନା ନାହିଁ। BSB BSB: Surely I am the most ignorant of men, and I lack the understanding of a man.
3 ULB ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋ’ଠାରେ ନାହିଁ। BSB BSB: I have not learned wisdom, and I have no knowledge of the Holy One.
4 ULB କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ। BSB BSB: Who has ascended to heaven and come down? Who has gathered the wind in His hands? Who has bound up the waters in His cloak? Who has established all the ends of the earth? What is His name, and what is the name of His Son—surely you know!
5 ULB ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ। BSB BSB: Every word of God is flawless; He is a shield to those who take refuge in Him.
6 ULB ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ। BSB BSB: Do not add to His words, lest He rebuke you and prove you a liar.
7 ULB ମୁଁ ତୁମ୍ଭ ନିକଟରେ ଏ ଦୁଇ ବର ମାଗିଅଛି, ମୁଁ ମରିବା ପୂର୍ବରୁ ତାହା ମୋତେ ଦେବାକୁ ଅସମ୍ମତ ହୁଅ ନାହିଁ। BSB BSB: Two things I ask of You—do not refuse me before I die:
8 ULB ଅସାରତା ଓ ମିଥ୍ୟାକଥା ମୋ’ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋ’ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର। BSB BSB: Keep falsehood and deceitful words far from me. Give me neither poverty nor riches; feed me with the bread that is my portion.
9 ULB ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି। BSB BSB: Otherwise, I may have too much and deny You, saying, ‘Who is the LORD?’ Or I may become poor and steal, profaning the name of my God.
10 ULB ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। BSB BSB: Do not slander a servant to his master, or he will curse you, and you will bear the guilt.
11 ULB ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି। BSB BSB: There is a generation of those who curse their fathers and do not bless their mothers.
12 ULB ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି। BSB BSB: There is a generation of those who are pure in their own eyes and yet unwashed of their filth.
13 ULB ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି। BSB BSB: There is a generation—how haughty are their eyes and pretentious are their glances—
14 ULB ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି। BSB BSB: there is a generation whose teeth are swords and whose jaws are knives, devouring the oppressed from the earth and the needy from among men.
15 ULB ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ। ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା। BSB BSB: The leech has two daughters: Give and Give. There are three things that are never satisfied, four that never say, ‘Enough!’:
16 ULB ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା। BSB BSB: Sheol, the barren womb, land never satisfied with water, and fire that never says, ‘Enough!’
17 ULB ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ। BSB BSB: As for the eye that mocks a father and scorns obedience to a mother, may the ravens of the valley pluck it out and young vultures devour it.
18 ULB ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ। BSB BSB: There are three things too wonderful for me, four that I cannot understand:
19 ULB ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି। BSB BSB: the way of an eagle in the sky, the way of a snake on a rock, the way of a ship at sea, and the way of a man with a maiden.
20 ULB ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ। BSB BSB: This is the way of an adulteress: She eats and wipes her mouth and says, ‘I have done nothing wrong.’
21 ULB ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହି ପାରେ ନାହିଁ; BSB BSB: Under three things the earth trembles, under four it cannot bear up:
22 ULB ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର; BSB BSB: a servant who becomes king, a fool who is filled with food,
23 ULB ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର। BSB BSB: an unloved woman who marries, and a maidservant who supplants her mistress.
24 ULB ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ, BSB BSB: Four things on earth are small, yet they are exceedingly wise:
25 ULB ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି। BSB BSB: The ants are creatures of little strength, yet they store up their food in the summer;
26 ULB ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି। BSB BSB: the rock badgers are creatures of little power, yet they make their homes in the rocks;
27 ULB ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି। BSB BSB: the locusts have no king, yet they all advance in formation;
28 ULB ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ। BSB BSB: and the lizard can be caught in one’s hands, yet it is found in the palaces of kings.
29 ULB ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି; BSB BSB: There are three things that are stately in their stride, and four that are impressive in their walk:
30 ULB ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ। BSB BSB: a lion, mighty among beasts, refusing to retreat before anything;
31 ULB ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ। BSB BSB: a strutting rooster; a he-goat; and a king with his army around him.
32 ULB ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ। BSB BSB: If you have foolishly exalted yourself or if you have plotted evil, put your hand over your mouth.
33 ULB କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ। BSB BSB: For as the churning of milk yields butter, and the twisting of the nose draws blood, so the stirring of anger brings forth strife.”
Select verses for actions: Enter goes to them and Escape comes back.