Psalm 101 101 Psalms Book 4 Odia Unlocked Literal Bible 1 ULB ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। BSB BSB: A Psalm of David. I will sing of Your loving devotion and justice; to You, O LORD, I will sing praises.
2 ULB ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ’ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। BSB BSB: I will ponder the way that is blameless—when will You come to me? I will walk in my house with integrity of heart.
3 ULB ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋ’ଠାରେ ଲିପ୍ତ ହେବ ନାହିଁ। BSB BSB: I will set no worthless thing before my eyes. I hate the work of those who fall away; it shall not cling to me.
4 ULB କୁଟିଳ ଅନ୍ତଃକରଣ ମୋ’ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ। BSB BSB: A perverse heart shall depart from me; I will know nothing of evil.
5 ULB ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। BSB BSB: Whoever slanders his neighbor in secret, I will put to silence; the one with haughty eyes and a proud heart, I will not endure.
6 ULB ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ’ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ। BSB BSB: My eyes favor the faithful of the land, that they may dwell with me; he who walks in the way of integrity shall minister to me.
7 ULB ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ। BSB BSB: No one who practices deceit shall dwell in my house; no one who tells lies shall stand in my presence.
8 ULB ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି। BSB BSB: Every morning I will remove all the wicked of the land, that I may cut off every evildoer from the city of the LORD.
Select verses for actions: Enter goes to them and Escape comes back.
Chapter complete
You’ve read Psalm 101
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 101, and keep Opened free for readers who can’t pay.