1 ULB ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ। BSB BSB: A prayer of one who is afflicted, when he grows faint and pours out his lament before the LORD. Hear my prayer, O LORD; let my cry for help come before You.
2 ULB ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। BSB BSB: Do not hide Your face from me in my day of distress. Incline Your ear to me; answer me quickly when I call.
3 ULB କାରଣ ମୋ’ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ। BSB BSB: For my days vanish like smoke, and my bones burn like glowing embers.
4 ULB ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ। BSB BSB: My heart is afflicted, and withered like grass; I even forget to eat my bread.
5 ULB ମୋହର ହାହାକାର ଶବ୍ଦ ସକାଶୁ ମୋ’ ଅସ୍ଥିସବୁ ମୋ’ ମାଂସରେ ଲାଗି ରହେ। BSB BSB: Through my loud groaning my skin hangs on my bones.
6 ULB ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି। BSB BSB: I am like a desert owl, like an owl among the ruins.
7 ULB ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି; BSB BSB: I lie awake; I am like a lone bird on a housetop.
8 ULB ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି। BSB BSB: All day long my enemies taunt me; they ridicule me and curse me.
9 ULB କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି। BSB BSB: For I have eaten ashes like bread and mixed my drink with tears
10 ULB ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ। BSB BSB: because of Your indignation and wrath, for You have picked me up and cast me aside.
11 ULB ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି। BSB BSB: My days are like lengthening shadows, and I wither away like grass.
12 ULB ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ। BSB BSB: But You, O LORD, sit enthroned forever; Your renown endures to all generations.
13 ULB ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ। BSB BSB: You will rise up and have compassion on Zion, for it is time to show her favor—the appointed time has come.
14 ULB ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି। BSB BSB: For Your servants delight in her stones and take pity on her dust.
15 ULB ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ। BSB BSB: So the nations will fear the name of the LORD, and all the kings of the earth will fear Your glory.
16 ULB କାରଣ ସଦାପ୍ରଭୁ ସିୟୋନକୁ ପୁନଃର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି; BSB BSB: For the LORD will rebuild Zion; He has appeared in His glory.
17 ULB ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି। BSB BSB: He will turn toward the prayer of the destitute; He will not despise their prayer.
18 ULB ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ। BSB BSB: Let this be written for the generation to come, so that a people not yet created may praise the LORD.
19 ULB କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ; BSB BSB: For He looked down from the heights of His sanctuary; the LORD gazed out from heaven to earth
20 ULB ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ; BSB BSB: to hear a prisoner’s groaning, to release those condemned to death,
21 ULB ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ, BSB BSB: that they may proclaim the name of the LORD in Zion and praise Him in Jerusalem,
22 ULB ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ; BSB BSB: when peoples and kingdoms assemble to serve the LORD.
23 ULB ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ। BSB BSB: He has broken my strength on the way; He has cut short my days.
24 ULB ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ। BSB BSB: I say: “O my God, do not take me in the midst of my days! Your years go on through all generations.
26 ULB ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ। BSB BSB: They will perish, but You remain; they will all wear out like a garment. Like clothing You will change them, and they will be passed on.
27 ULB ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ। BSB BSB: But You remain the same, and Your years will never end.
28 ULB ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ। BSB BSB: The children of Your servants will dwell securely, and their descendants will be established before You.”
Select verses for actions: Enter goes to them and Escape comes back.