Psalm 11 11 Psalms Book 1 Odia Unlocked Literal Bible 1 ULB ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ? BSB BSB: For the choirmaster. Of David. In the LORD I take refuge. How then can you say to me: “Flee like a bird to your mountain!
2 ULB କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। BSB BSB: For behold, the wicked bend their bows. They set their arrow on the string to shoot from the shadows at the upright in heart.
3 ULB ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କ’ଣ କରି ପାରିବ? BSB BSB: If the foundations are destroyed, what can the righteous do?”
4 ULB ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ। BSB BSB: The LORD is in His holy temple; the LORD is on His heavenly throne. His eyes are watching closely; they examine the sons of men.
5 ULB ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି। BSB BSB: The LORD tests the righteous and the wicked; His soul hates the lover of violence.
6 ULB ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ। BSB BSB: On the wicked He will rain down fiery coals and sulfur; a scorching wind will be their portion.
7 ULB କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ। BSB BSB: For the LORD is righteous; He loves justice. The upright will see His face.
Select verses for actions: Enter goes to them and Escape comes back.
Chapter complete
You’ve read Psalm 11
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 11, and keep Opened free for readers who can’t pay.