Psalm 112 112 Psalms Book 5 Odia Unlocked Literal Bible 1 ULB ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। BSB BSB: Hallelujah! Blessed is the man who fears the LORD, who greatly delights in His commandments.
2 ULB ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ। BSB BSB: His descendants will be mighty in the land; the generation of the upright will be blessed.
3 ULB ତାହାର ଗୃହରେ ଧନ ସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ BSB BSB: Wealth and riches are in his house, and his righteousness endures forever.
4 ULB ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ। BSB BSB: Light dawns in the darkness for the upright—for the gracious, compassionate, and righteous.
5 ULB ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ। BSB BSB: It is well with the man who is generous and lends freely, whose affairs are guided by justice.
6 ULB କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ। BSB BSB: Surely he will never be shaken; the righteous man will be remembered forever.
7 ULB ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ। BSB BSB: He does not fear bad news; his heart is steadfast, trusting in the LORD.
8 ULB ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ। BSB BSB: His heart is assured; he does not fear, until he looks in triumph on his foes.
9 ULB ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ। BSB BSB: He has scattered abroad his gifts to the poor; his righteousness endures forever; his horn will be lifted high in honor.
10 ULB ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ। BSB BSB: The wicked man will see and be grieved; he will gnash his teeth and waste away; the desires of the wicked will perish.
Select verses for actions: Enter goes to them and Escape comes back.
Chapter complete
You’ve read Psalm 112
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 112, and keep Opened free for readers who can’t pay.