Psalm 113 113 Psalms Book 5 Odia Unlocked Literal Bible 1 ULB ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର। BSB BSB: Hallelujah! Give praise, O servants of the LORD; praise the name of the LORD.
2 ULB ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। BSB BSB: Blessed be the name of the LORD both now and forevermore.
3 ULB ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। BSB BSB: From where the sun rises to where it sets, the name of the LORD is praised.
4 ULB ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, BSB BSB: The LORD is exalted over all the nations, His glory above the heavens.
5 ULB ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, BSB BSB: Who is like the LORD our God, the One enthroned on high?
6 ULB ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ? BSB BSB: He humbles Himself to behold the heavens and the earth.
7 ULB ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ, BSB BSB: He raises the poor from the dust and lifts the needy from the dump
8 ULB ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି। BSB BSB: to seat them with nobles, with the princes of His people.
9 ULB ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। BSB BSB: He settles the barren woman in her home as a joyful mother to her children. Hallelujah!
Select verses for actions: Enter goes to them and Escape comes back.
Chapter complete
You’ve read Psalm 113
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 113, and keep Opened free for readers who can’t pay.