Psalm 114 114 Psalms Book 5 Odia Unlocked Literal Bible 1 ULB ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ; BSB BSB: When Israel departed from Egypt, the house of Jacob from a people of foreign tongue,
2 ULB ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା, BSB BSB: Judah became God’s sanctuary, Israel His dominion.
3 ULB ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା। BSB BSB: The sea observed and fled; the Jordan turned back;
4 ULB ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ। BSB BSB: the mountains skipped like rams, the hills like lambs.
5 ULB ତୁମ୍ଭର କ’ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ? BSB BSB: Why was it, O sea, that you fled, O Jordan, that you turned back,
6 ULB ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ? BSB BSB: O mountains, that you skipped like rams, O hills, like lambs?
7 ULB ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ; BSB BSB: Tremble, O earth, at the presence of the Lord, at the presence of the God of Jacob,
8 ULB ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ। BSB BSB: who turned the rock into a pool, the flint into a fountain of water!
Select verses for actions: Enter goes to them and Escape comes back.
Chapter complete
You’ve read Psalm 114
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 114, and keep Opened free for readers who can’t pay.