2 ULB “ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ? BSB BSB: Why should the nations say, “Where is their God?”
3 ULB ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି। BSB BSB: Our God is in heaven; He does as He pleases.
5 ULB ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ। BSB BSB: They have mouths, but cannot speak; they have eyes, but cannot see;
6 ULB ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ; BSB BSB: they have ears, but cannot hear; they have noses, but cannot smell;
7 ULB ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ। BSB BSB: they have hands, but cannot feel; they have feet, but cannot walk; they cannot even clear their throats.
8 ULB ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ। BSB BSB: Those who make them become like them, as do all who trust in them.
9 ULB ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ। BSB BSB: O Israel, trust in the LORD! He is their help and shield.
10 ULB ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ। BSB BSB: O house of Aaron, trust in the LORD! He is their help and shield.
11 ULB ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ। BSB BSB: You who fear the LORD, trust in the LORD! He is their help and shield.
12 ULB ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ। BSB BSB: The LORD is mindful of us; He will bless us. He will bless the house of Israel; He will bless the house of Aaron;
13 ULB ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ। BSB BSB: He will bless those who fear the LORD—small and great alike.
14 ULB ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ। BSB BSB: May the LORD give you increase, both you and your children.
15 ULB ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ। BSB BSB: May you be blessed by the LORD, the Maker of heaven and earth.
16 ULB ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି। BSB BSB: The highest heavens belong to the LORD, but the earth He has given to mankind.
17 ULB ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ; BSB BSB: It is not the dead who praise the LORD, nor any who descend into silence.
18 ULB ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। BSB BSB: But it is we who will bless the LORD, both now and forevermore. Hallelujah!
Select verses for actions: Enter goes to them and Escape comes back.