Psalm 12 12 Psalms Book 1 Odia Unlocked Literal Bible 1 ULB ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି। BSB BSB: For the choirmaster. According to Sheminith. A Psalm of David. Help, O LORD, for the godly are no more; the faithful have vanished from among men.
2 ULB ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି। BSB BSB: They lie to one another; they speak with flattering lips and a double heart.
3 ULB ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ; BSB BSB: May the LORD cut off all flattering lips and every boastful tongue.
4 ULB ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ? BSB BSB: They say, “With our tongues we will prevail. We own our lips—who can be our master?”
5 ULB ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା। BSB BSB: “For the cause of the oppressed and for the groaning of the needy, I will now arise,” says the LORD. “I will bring safety to him who yearns.”
6 ULB ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ। BSB BSB: The words of the LORD are flawless, like silver refined in a furnace, like gold purified sevenfold.
7 ULB ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ। BSB BSB: You, O LORD, will keep us; You will forever guard us from this generation.
8 ULB ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି। BSB BSB: The wicked wander freely, and vileness is exalted among men.
Select verses for actions: Enter goes to them and Escape comes back.
Chapter complete
You’ve read Psalm 12
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 12, and keep Opened free for readers who can’t pay.