Psalm 121 121 Psalms Book 5 Odia Unlocked Literal Bible 1 ULB ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ? BSB BSB: A song of ascents. I lift up my eyes to the hills. From where does my help come?
2 ULB ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ। BSB BSB: My help comes from the LORD, the Maker of heaven and earth.
3 ULB ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ। BSB BSB: He will not allow your foot to slip; your Protector will not slumber.
4 ULB ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ। BSB BSB: Behold, the Protector of Israel will neither slumber nor sleep.
5 ULB ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା। BSB BSB: The LORD is your keeper; the LORD is the shade on your right hand.
6 ULB ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ। BSB BSB: The sun will not strike you by day, nor the moon by night.
7 ULB ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ। BSB BSB: The LORD will guard you from all evil; He will preserve your soul.
8 ULB ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ। BSB BSB: The LORD will watch over your coming and going, both now and forevermore.
Select verses for actions: Enter goes to them and Escape comes back.
Chapter complete
You’ve read Psalm 121
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 121, and keep Opened free for readers who can’t pay.