Psalm 124 124 Psalms Book 5 Odia Unlocked Literal Bible 1 ULB “ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” ଇସ୍ରାଏଲ ଏବେ କହୁନ୍ତୁ; BSB BSB: A song of ascents. Of David. If the LORD had not been on our side—let Israel now declare—
2 ULB “ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ; BSB BSB: if the LORD had not been on our side when men attacked us,
3 ULB ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ; BSB BSB: when their anger flared against us, then they would have swallowed us alive,
4 ULB ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା BSB BSB: then the floods would have engulfed us, then the torrent would have overwhelmed us,
5 ULB ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।” BSB BSB: then the raging waters would have swept us away.
6 ULB ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି। BSB BSB: Blessed be the LORD, who has not given us as prey to their teeth.
7 ULB ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ। BSB BSB: We have escaped like a bird from the snare of the fowler; the net is torn, and we have slipped away.
8 ULB ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ। BSB BSB: Our help is in the name of the LORD, the Maker of heaven and earth.
Select verses for actions: Enter goes to them and Escape comes back.
Chapter complete
You’ve read Psalm 124
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 124, and keep Opened free for readers who can’t pay.