Psalm 125 125 Psalms Book 5 Odia Unlocked Literal Bible 1 ULB ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। BSB BSB: A song of ascents. Those who trust in the LORD are like Mount Zion. It cannot be moved; it abides forever.
2 ULB ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। BSB BSB: As the mountains surround Jerusalem, so the LORD surrounds His people, both now and forevermore.
3 ULB କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। BSB BSB: For the scepter of the wicked will not rest upon the land allotted to the righteous, so that the righteous will not put forth their hands to injustice.
4 ULB ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। BSB BSB: Do good, O LORD, to those who are good, and to the upright in heart.
5 ULB ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। BSB BSB: But those who turn to crooked ways the LORD will banish with the evildoers. Peace be upon Israel.
Select verses for actions: Enter goes to them and Escape comes back.
Chapter complete
You’ve read Psalm 125
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 125, and keep Opened free for readers who can’t pay.