Psalm 126 126 Psalms Book 5 Odia Unlocked Literal Bible 1 ULB ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। BSB BSB: A song of ascents. When the LORD restored the captives of Zion, we were like dreamers.
2 ULB ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” BSB BSB: Then our mouths were filled with laughter, our tongues with shouts of joy. Then it was said among the nations, “The LORD has done great things for them.”
3 ULB ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ। BSB BSB: The LORD has done great things for us; we are filled with joy.
4 ULB ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। BSB BSB: Restore our captives, O LORD, like streams in the Negev.
5 ULB ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ। BSB BSB: Those who sow in tears will reap with shouts of joy.
6 ULB ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ। BSB BSB: He who goes out weeping, bearing a trail of seed, will surely return with shouts of joy, carrying sheaves of grain.
Select verses for actions: Enter goes to them and Escape comes back.
Chapter complete
You’ve read Psalm 126
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 126, and keep Opened free for readers who can’t pay.