Psalm 127 127 Psalms Book 5 Odia Unlocked Literal Bible 1 ULB ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। BSB BSB: A song of ascents. Of Solomon. Unless the LORD builds the house, its builders labor in vain; unless the LORD protects the city, its watchmen stand guard in vain.
2 ULB ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। BSB BSB: In vain you rise early and stay up late, toiling for bread to eat—for He gives sleep to His beloved.
3 ULB ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର। BSB BSB: Children are indeed a heritage from the LORD, and the fruit of the womb is His reward.
4 ULB ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। BSB BSB: Like arrows in the hand of a warrior, so are children born in one’s youth.
5 ULB ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ। BSB BSB: Blessed is the man whose quiver is full of them. He will not be put to shame when he confronts the enemies at the gate.
Select verses for actions: Enter goes to them and Escape comes back.
Chapter complete
You’ve read Psalm 127
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 127, and keep Opened free for readers who can’t pay.