Psalm 128 128 Psalms Book 5 Odia Unlocked Literal Bible 1 ULB ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। BSB BSB: A song of ascents. Blessed are all who fear the LORD, who walk in His ways!
2 ULB କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। BSB BSB: For when you eat the fruit of your labor, blessings and prosperity will be yours.
3 ULB ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। BSB BSB: Your wife will be like a fruitful vine flourishing within your house, your sons like olive shoots sitting around your table.
4 ULB ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ। BSB BSB: In this way indeed shall blessing come to the man who fears the LORD.
5 ULB ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ। BSB BSB: May the LORD bless you from Zion, that you may see the prosperity of Jerusalem all the days of your life,
6 ULB ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। BSB BSB: that you may see your children’s children. Peace be upon Israel!
Select verses for actions: Enter goes to them and Escape comes back.
Chapter complete
You’ve read Psalm 128
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 128, and keep Opened free for readers who can’t pay.