Psalm 129 129 Psalms Book 5 Odia Unlocked Literal Bible 1 ULB “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” ଇସ୍ରାଏଲ ଏବେ କୁହନ୍ତୁ; BSB BSB: A song of ascents. Many a time they have persecuted me from my youth—let Israel now declare—
2 ULB “ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି। BSB BSB: many a time they have persecuted me from my youth, but they have not prevailed against me.
3 ULB କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ। BSB BSB: The plowmen plowed over my back; they made their furrows long.
4 ULB ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।” BSB BSB: The LORD is righteous; He has cut me from the cords of the wicked.
5 ULB ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ। BSB BSB: May all who hate Zion be turned back in shame.
6 ULB ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ; BSB BSB: May they be like grass on the rooftops, which withers before it can grow,
7 ULB ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। BSB BSB: unable to fill the hands of the reaper, or the arms of the binder of sheaves.
8 ULB “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ। BSB BSB: May none who pass by say to them, “The blessing of the LORD be on you; we bless you in the name of the LORD.”
Select verses for actions: Enter goes to them and Escape comes back.
Chapter complete
You’ve read Psalm 129
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 129, and keep Opened free for readers who can’t pay.