Psalm 130 130 Psalms Book 5 Odia Unlocked Literal Bible 1 ULB ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। BSB BSB: A song of ascents. Out of the depths I cry to You, O LORD!
2 ULB ହେ ପ୍ରଭୁ, ମୋ’ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋ’ ବିନତି-ରବରେ ମନୋଯୋଗ କରୁ। BSB BSB: O Lord, hear my voice; let Your ears be attentive to my plea for mercy.
3 ULB ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ? BSB BSB: If You, O LORD, kept track of iniquities, then who, O Lord, could stand?
4 ULB ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି। BSB BSB: But with You there is forgiveness, so that You may be feared.
5 ULB ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ’ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି। BSB BSB: I wait for the LORD; my soul does wait, and in His word I put my hope.
6 ULB ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ। BSB BSB: My soul waits for the Lord more than watchmen wait for the morning—more than watchmen wait for the morning.
7 ULB ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି। BSB BSB: O Israel, put your hope in the LORD, for with the LORD is loving devotion, and with Him is redemption in abundance.
8 ULB ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ। BSB BSB: And He will redeem Israel from all iniquity.
Select verses for actions: Enter goes to them and Escape comes back.
Chapter complete
You’ve read Psalm 130
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 130, and keep Opened free for readers who can’t pay.