1 ULB ହେ ସଦାପ୍ରଭୁ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର; BSB BSB: A song of ascents. O LORD, remember on behalf of David all the hardships he endured,
2 ULB ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା; BSB BSB: how he swore an oath to the LORD, and vowed to the Mighty One of Jacob:
3 ULB “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ, BSB BSB: “I will not enter my house or get into my bed,
4 ULB ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ। BSB BSB: I will not give sleep to my eyes or slumber to my eyelids,
5 ULB ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।” BSB BSB: until I find a place for the LORD, a dwelling for the Mighty One of Jacob.”
6 ULB ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ। BSB BSB: We heard that the ark was in Ephrathah; we found it in the fields of Jaar.
7 ULB ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା। BSB BSB: Let us go to His dwelling place; let us worship at His footstool.
8 ULB ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର। BSB BSB: Arise, O LORD, to Your resting place, You and the ark of Your strength.
9 ULB ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ। BSB BSB: May Your priests be clothed with righteousness, and Your saints shout for joy.
10 ULB ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ। BSB BSB: For the sake of Your servant David, do not reject Your anointed one.
11 ULB ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା। BSB BSB: The LORD swore an oath to David, a promise He will not revoke: “One of your descendants I will place on your throne.
12 ULB ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।” BSB BSB: If your sons keep My covenant and the testimony I will teach them, then their sons will also sit on your throne forever and ever.”
13 ULB କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି। BSB BSB: For the LORD has chosen Zion; He has desired it for His home:
14 ULB ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ। BSB BSB: “This is My resting place forever and ever; here I will dwell, for I have desired this home.
15 ULB ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା। BSB BSB: I will bless her with abundant provisions; I will satisfy her poor with bread.
16 ULB ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ। BSB BSB: I will clothe her priests with salvation, and her saints will sing out in joy.
17 ULB ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ। BSB BSB: There I will make a horn grow for David; I have prepared a lamp for My anointed one.
18 ULB ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ। BSB BSB: I will clothe his enemies with shame, but the crown upon him will gleam.”
Select verses for actions: Enter goes to them and Escape comes back.