1 ULB ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: Give thanks to the LORD, for He is good. His loving devotion endures forever.
2 ULB ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: Give thanks to the God of gods. His loving devotion endures forever.
3 ULB ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: Give thanks to the Lord of lords. His loving devotion endures forever.
4 ULB ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: He alone does great wonders. His loving devotion endures forever.
5 ULB ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। BSB BSB: By His insight He made the heavens. His loving devotion endures forever.
6 ULB ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: He spread out the earth upon the waters. His loving devotion endures forever.
7 ULB ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: He made the great lights—His loving devotion endures forever.
8 ULB ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: the sun to rule the day, His loving devotion endures forever.
9 ULB ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: the moon and stars to govern the night. His loving devotion endures forever.
10 ULB ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: He struck down the firstborn of Egypt His loving devotion endures forever.
11 ULB ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: and brought Israel out from among them His loving devotion endures forever.
12 ULB ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: with a mighty hand and an outstretched arm. His loving devotion endures forever.
13 ULB ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: He divided the Red Sea in two His loving devotion endures forever.
14 ULB ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: and led Israel through the midst, His loving devotion endures forever.
15 ULB ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; BSB BSB: but swept Pharaoh and his army into the Red Sea. His loving devotion endures forever.
16 ULB ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: He led His people through the wilderness. His loving devotion endures forever.
17 ULB ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; BSB BSB: He struck down great kings His loving devotion endures forever.
18 ULB ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; BSB BSB: and slaughtered mighty kings—His loving devotion endures forever.
19 ULB ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; BSB BSB: Sihon king of the Amorites His loving devotion endures forever.
20 ULB ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; BSB BSB: and Og king of Bashan—His loving devotion endures forever.
21 ULB ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: and He gave their land as an inheritance, His loving devotion endures forever.
22 ULB ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; BSB BSB: a heritage to His servant Israel. His loving devotion endures forever.
23 ULB ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: He remembered us in our low estate His loving devotion endures forever.
24 ULB ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: and freed us from our enemies. His loving devotion endures forever.
25 ULB ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: He gives food to every creature. His loving devotion endures forever.
26 ULB ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: Give thanks to the God of heaven! His loving devotion endures forever.
Select verses for actions: Enter goes to them and Escape comes back.