Psalm 137 137 Psalms Book 5 Odia Unlocked Literal Bible 2 ULB ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ। BSB BSB: There on the willows we hung our harps,
3 ULB କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।” BSB BSB: for there our captors requested a song; our tormentors demanded songs of joy: “Sing us a song of Zion.”
4 ULB ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା? BSB BSB: How can we sing a song of the LORD in a foreign land?
5 ULB ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ। BSB BSB: If I forget you, O Jerusalem, may my right hand cease to function.
6 ULB ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ। BSB BSB: May my tongue cling to the roof of my mouth if I do not remember you, if I do not exalt Jerusalem as my greatest joy!
7 ULB ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।” BSB BSB: Remember, O LORD, the sons of Edom on the day Jerusalem fell: “Destroy it,” they said, “tear it down to its foundations!”
8 ULB ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ। BSB BSB: O Daughter of Babylon, doomed to destruction, blessed is he who repays you as you have done to us.
9 ULB ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ। BSB BSB: Blessed is he who seizes your infants and dashes them against the rocks.
Select verses for actions: Enter goes to them and Escape comes back.
Chapter complete
You’ve read Psalm 137 What the commentators say on Psalm 137 How can Psalm 137 bless those who dash infants against rocks?
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 137, and keep Opened free for readers who can’t pay.