Psalm 141 141 Psalms Book 5 Odia Unlocked Literal Bible 1 ULB ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ। BSB BSB: A Psalm of David. I call upon You, O LORD; come quickly to me. Hear my voice when I call to You.
2 ULB ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ। BSB BSB: May my prayer be set before You like incense; my uplifted hands, like the evening offering.
3 ULB ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋ’ ଓଷ୍ଠାଧରର କବାଟ ରକ୍ଷା କର। BSB BSB: Set a guard, O LORD, over my mouth; keep watch at the door of my lips.
4 ULB ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ। BSB BSB: Do not let my heart be drawn to any evil thing or take part in works of wickedness with men who do iniquity; let me not feast on their delicacies.
5 ULB ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ। BSB BSB: Let the righteous man strike me; let his rebuke be an act of loving devotion. It is oil for my head; let me not refuse it. For my prayer is ever against the deeds of the wicked.
6 ULB ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। BSB BSB: When their rulers are thrown down from the cliffs, the people will listen to my words, for they are pleasant.
7 ULB କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି। BSB BSB: As when one plows and breaks up the soil, so our bones have been scattered at the mouth of Sheol.
8 ULB କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ। BSB BSB: But my eyes are fixed on You, O GOD the Lord. In You I seek refuge; do not leave my soul defenseless.
9 ULB ମୋ’ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର। BSB BSB: Keep me from the snares they have laid for me, and from the lures of evildoers.
10 ULB ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ। BSB BSB: Let the wicked fall into their own nets, while I pass by in safety.
Select verses for actions: Enter goes to them and Escape comes back.
Chapter complete
You’ve read Psalm 141
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 141, and keep Opened free for readers who can’t pay.