Psalm 142 142 Psalms Book 5 Odia Unlocked Literal Bible 1 ULB ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ; BSB BSB: A Maskil of David, when he was in the cave. A prayer. I cry aloud to the LORD; I lift my voice to the LORD for mercy.
2 ULB ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ। BSB BSB: I pour out my complaint before Him; I reveal my trouble to Him.
3 ULB ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋ’ ଗମନ ପଥରେ ସେମାନେ ମୋ’ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। BSB BSB: Although my spirit grows faint within me, You know my way. Along the path I travel they have hidden a snare for me.
4 ULB ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ। BSB BSB: Look to my right and see; no one attends to me. There is no refuge for me; no one cares for my soul.
5 ULB ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ। BSB BSB: I cry to You, O LORD: “You are my refuge, my portion in the land of the living.”
6 ULB ମୋ’ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋ’ ଅପେକ୍ଷା ବଳବାନ। BSB BSB: Listen to my cry, for I am brought quite low. Rescue me from my pursuers, for they are too strong for me.
7 ULB କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।” BSB BSB: Free my soul from prison, that I may praise Your name. The righteous will gather around me because of Your goodness to me.
Select verses for actions: Enter goes to them and Escape comes back.
Chapter complete
You’ve read Psalm 142
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 142, and keep Opened free for readers who can’t pay.