Psalm 149 149 Psalms Book 5 Odia Unlocked Literal Bible 1 ULB ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। BSB BSB: Hallelujah! Sing to the LORD a new song—His praise in the assembly of the godly.
2 ULB ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। BSB BSB: Let Israel rejoice in their Maker; let the children of Zion rejoice in their King.
3 ULB ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। BSB BSB: Let them praise His name with dancing, and make music to Him with tambourine and harp.
4 ULB କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ। BSB BSB: For the LORD takes pleasure in His people; He adorns the afflicted with salvation.
5 ULB ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; BSB BSB: Let the saints exult in glory; let them shout for joy upon their beds.
6 ULB ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। BSB BSB: May the high praises of God be in their mouths, and a double-edged sword in their hands,
7 ULB ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ, BSB BSB: to inflict vengeance on the nations and punishment on the peoples,
8 ULB ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ, BSB BSB: to bind their kings with chains and their nobles with shackles of iron,
9 ULB ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। BSB BSB: to execute the judgment written against them. This honor is for all His saints. Hallelujah!
Select verses for actions: Enter goes to them and Escape comes back.
Chapter complete
You’ve read Psalm 149
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 149, and keep Opened free for readers who can’t pay.