Psalm 15 15 Psalms Book 1 Odia Unlocked Literal Bible 1 ULB ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ? BSB BSB: A Psalm of David. O LORD, who may abide in Your tent? Who may dwell on Your holy mountain?
2 ULB ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। BSB BSB: He who walks with integrity and practices righteousness, who speaks the truth from his heart,
3 ULB ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। BSB BSB: who has no slander on his tongue, who does no harm to his neighbor, who casts no scorn on his friend,
4 ULB ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। BSB BSB: who despises the vile but honors those who fear the LORD, who does not revise a costly oath,
5 ULB ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। BSB BSB: who lends his money without interest and refuses a bribe against the innocent. He who does these things will never be shaken.
Select verses for actions: Enter goes to them and Escape comes back.
Chapter complete
You’ve read Psalm 15
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 15, and keep Opened free for readers who can’t pay.