Psalm 16 16 Psalms Book 1 Odia Unlocked Literal Bible 1 ULB ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ। BSB BSB: A Miktam of David. Preserve me, O God, for in You I take refuge.
2 ULB ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ। BSB BSB: I said to the LORD, “You are my Lord; apart from You I have no good thing.”
3 ULB ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ। BSB BSB: As for the saints in the land, they are the excellence in whom all my delight resides.
4 ULB ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ। BSB BSB: Sorrows will multiply to those who chase other gods. I will not pour out their libations of blood, or speak their names with my lips.
5 ULB ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ। BSB BSB: The LORD is my chosen portion and my cup; You have made my lot secure.
6 ULB ମୋ’ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି। BSB BSB: The lines of my boundary have fallen in pleasant places; surely my inheritance is delightful.
7 ULB ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। BSB BSB: I will bless the LORD who counsels me; even at night my conscience instructs me.
8 ULB ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ। BSB BSB: I have set the LORD always before me. Because He is at my right hand, I will not be shaken.
9 ULB ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋ’ ଶରୀର ମଧ୍ୟ ନିରାପଦରେ ବାସ କରିବ। BSB BSB: Therefore my heart is glad and my tongue rejoices; my body also will dwell securely.
10 ULB କାରଣ ତୁମ୍ଭେ ମୋ’ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ। BSB BSB: For You will not abandon my soul to Sheol, nor will You let Your Holy One see decay.
11 ULB ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।” BSB BSB: You have made known to me the path of life; You will fill me with joy in Your presence, with eternal pleasures at Your right hand.
Select verses for actions: Enter goes to them and Escape comes back.
Chapter complete
You’ve read Psalm 16
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 16, and keep Opened free for readers who can’t pay.