Psalm 20 20 Psalms Book 1 Odia Unlocked Literal Bible 1 ULB ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ; BSB BSB: For the choirmaster. A Psalm of David. May the LORD answer you in the day of trouble; may the name of the God of Jacob protect you.
2 ULB ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ; BSB BSB: May He send you help from the sanctuary and sustain you from Zion.
3 ULB ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; ସେଲା BSB BSB: May He remember all your gifts and look favorably on your burnt offerings. Selah
4 ULB ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ। BSB BSB: May He give you the desires of your heart and make all your plans succeed.
5 ULB ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ। BSB BSB: May we shout for joy at your victory and raise a banner in the name of our God. May the LORD grant all your petitions.
6 ULB ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ। BSB BSB: Now I know that the LORD saves His anointed; He answers him from His holy heaven with the saving power of His right hand.
7 ULB କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ। BSB BSB: Some trust in chariots and others in horses, but we trust in the name of the LORD our God.
8 ULB ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ। BSB BSB: They collapse and fall, but we rise up and stand firm.
9 ULB ହେ ସଦାପ୍ରଭୁ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ। BSB BSB: O LORD, save the king. Answer us on the day we call.
Select verses for actions: Enter goes to them and Escape comes back.
Chapter complete
You’ve read Psalm 20
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 20, and keep Opened free for readers who can’t pay.