Psalm 24 24 Psalms Book 1 Odia Unlocked Literal Bible 1 ULB ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। BSB BSB: A Psalm of David. The earth is the LORD’s, and the fullness thereof, the world and all who dwell therein.
2 ULB କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। BSB BSB: For He has founded it upon the seas and established it upon the waters.
3 ULB କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ? BSB BSB: Who may ascend the hill of the LORD? Who may stand in His holy place?
4 ULB ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। BSB BSB: He who has clean hands and a pure heart, who does not lift up his soul to an idol or swear deceitfully.
5 ULB ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। BSB BSB: He will receive blessing from the LORD and vindication from the God of his salvation.
6 ULB ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। ସେଲା BSB BSB: Such is the generation of those who seek Him, who seek Your face, O God of Jacob. Selah
7 ULB ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। BSB BSB: Lift up your heads, O gates! Be lifted up, O ancient doors, that the King of Glory may enter!
8 ULB ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ। BSB BSB: Who is this King of Glory? The LORD strong and mighty, the LORD mighty in battle.
9 ULB ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। BSB BSB: Lift up your heads, O gates! Be lifted up, O ancient doors, that the King of Glory may enter!
10 ULB ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। ସେଲା BSB BSB: Who is He, this King of Glory? The LORD of Hosts—He is the King of Glory. Selah
Select verses for actions: Enter goes to them and Escape comes back.
Chapter complete
You’ve read Psalm 24
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 24, and keep Opened free for readers who can’t pay.