Psalm 29 29 Psalms Book 1 Odia Unlocked Literal Bible 1 ULB ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର। BSB BSB: A Psalm of David. Ascribe to the LORD, O heavenly beings, ascribe to the LORD glory and strength.
2 ULB ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର। BSB BSB: Ascribe to the LORD the glory due His name; worship the LORD in the splendor of His holiness.
3 ULB ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ। BSB BSB: The voice of the LORD is over the waters; the God of glory thunders; the LORD is heard over many waters.
4 ULB ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ। BSB BSB: The voice of the LORD is powerful; the voice of the LORD is majestic.
5 ULB ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି। BSB BSB: The voice of the LORD breaks the cedars; the LORD shatters the cedars of Lebanon.
6 ULB ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି। BSB BSB: He makes Lebanon skip like a calf, and Sirion like a young wild ox.
7 ULB ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ। BSB BSB: The voice of the LORD strikes with flames of fire.
8 ULB ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି। BSB BSB: The voice of the LORD shakes the wilderness; the LORD shakes the Wilderness of Kadesh.
9 ULB ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି। BSB BSB: The voice of the LORD twists the oaks and strips the forests bare. And in His temple all cry, “Glory!”
10 ULB ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି। BSB BSB: The LORD sits enthroned over the flood; the LORD is enthroned as King forever.
11 ULB ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ। BSB BSB: The LORD gives His people strength; the LORD blesses His people with peace.
Select verses for actions: Enter goes to them and Escape comes back.
Chapter complete
You’ve read Psalm 29
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 29, and keep Opened free for readers who can’t pay.