Psalm 3 3 Psalms Book 1 Odia Unlocked Literal Bible 1 ULB ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋ’ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ। BSB BSB: A Psalm of David, when he fled from his son Absalom. O LORD, how my foes have increased! How many rise up against me!
2 ULB ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ।” ସେଲା BSB BSB: Many say of me, “God will not deliver him.” Selah
3 ULB ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ। BSB BSB: But You, O LORD, are a shield around me, my glory, and the One who lifts my head.
4 ULB ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। ସେଲା BSB BSB: To the LORD I cry aloud, and He answers me from His holy mountain. Selah
5 ULB ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। BSB BSB: I lie down and sleep; I wake again, for the LORD sustains me.
6 ULB ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ। BSB BSB: I will not fear the myriads set against me on every side.
7 ULB ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ। BSB BSB: Arise, O LORD! Save me, O my God! Strike all my enemies on the jaw; break the teeth of the wicked.
8 ULB ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। ସେଲା BSB BSB: Salvation belongs to the LORD; may Your blessing be on Your people. Selah
Select verses for actions: Enter goes to them and Escape comes back.
Chapter complete
You’ve read Psalm 3
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 3, and keep Opened free for readers who can’t pay.