1 ULB ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ’ ଶତ୍ରୁଗଣକୁ ମୋ’ ଉପରେ ଆନନ୍ଦ କରିବାକୁ ଦେଇ ନାହଁ। BSB BSB: A Psalm. A song for the dedication of the temple. Of David. I will exalt You, O LORD, for You have lifted me up and have not allowed my foes to rejoice over me.
2 ULB ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ। BSB BSB: O LORD my God, I cried to You for help, and You healed me.
3 ULB ହେ ସଦାପ୍ରଭୁ, ତୁମ୍ଭେ ପାତାଳରୁ ମୋ’ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। BSB BSB: O LORD, You pulled me up from Sheol; You spared me from descending into the Pit.
4 ULB ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ। BSB BSB: Sing to the LORD, O you His saints, and praise His holy name.
5 ULB କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ। BSB BSB: For His anger is fleeting, but His favor lasts a lifetime. Weeping may stay the night, but joy comes in the morning.
6 ULB ମୁଁ ଆପଣା ସମୃଦ୍ଧି ସମୟରେ କହିଲି, “ମୁଁ କେବେ ବିଚଳିତ ନୋହିବି।” BSB BSB: In prosperity I said, “I will never be shaken.”
7 ULB ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି। BSB BSB: O LORD, You favored me; You made my mountain stand strong. When You hid Your face, I was dismayed.
8 ULB ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି। BSB BSB: To You, O LORD, I called, and I begged my Lord for mercy:
9 ULB ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ? BSB BSB: “What gain is there in my bloodshed, in my descent to the Pit? Will the dust praise You? Will it proclaim Your faithfulness?
10 ULB ହେ ସଦାପ୍ରଭୁ, ଶୁଣ ଓ ମୋ’ ପ୍ରତି ଦୟା କର; ସଦାପ୍ରଭୁ, ତୁମ୍ଭେ ମୋହର ସହାୟ ହୁଅ। BSB BSB: Hear me, O LORD, and have mercy; O LORD, be my helper.”
11 ULB ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; BSB BSB: You turned my mourning into dancing; You peeled off my sackcloth and clothed me with joy,
12 ULB ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି। BSB BSB: that my heart may sing Your praises and not be silent. O LORD my God, I will give thanks forever.
Select verses for actions: Enter goes to them and Escape comes back.