Psalm 32 32 Psalms Book 1 Odia Unlocked Literal Bible 1 ULB ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ। BSB BSB: Of David. A Maskil. Blessed is he whose transgressions are forgiven, whose sins are covered.
2 ULB ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। BSB BSB: Blessed is the man whose iniquity the LORD does not count against him, in whose spirit there is no deceit.
3 ULB ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା। BSB BSB: When I kept silent, my bones became brittle from my groaning all day long.
4 ULB କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ’ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। ସେଲା BSB BSB: For day and night Your hand was heavy upon me; my strength was drained as in the summer heat. Selah
5 ULB ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। ସେଲା BSB BSB: Then I acknowledged my sin to You and did not hide my iniquity. I said, “I will confess my transgressions to the LORD,” and You forgave the guilt of my sin. Selah
6 ULB ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। BSB BSB: Therefore let all the godly pray to You while You may be found. Surely when great waters rise, they will not come near.
7 ULB ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। ସେଲା BSB BSB: You are my hiding place. You protect me from trouble; You surround me with songs of deliverance. Selah
8 ULB ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। BSB BSB: I will instruct you and teach you the way you should go; I will give you counsel and watch over you.
9 ULB ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। BSB BSB: Do not be like the horse or mule, which have no understanding; they must be controlled with bit and bridle to make them come to you.
10 ULB ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ। BSB BSB: Many are the sorrows of the wicked, but loving devotion surrounds him who trusts in the LORD.
11 ULB ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର। BSB BSB: Be glad in the LORD and rejoice, O righteous ones; shout for joy, all you upright in heart.
Select verses for actions: Enter goes to them and Escape comes back.
Chapter complete
You’ve read Psalm 32
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 32, and keep Opened free for readers who can’t pay.