Psalm 36 36 Psalms Book 1 Odia Unlocked Literal Bible 1 ULB ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର। BSB BSB: For the choirmaster. A Psalm of David, the servant of the LORD. An oracle is in my heart regarding the transgression of the wicked man: There is no fear of God before his eyes.
2 ULB କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ। BSB BSB: For his eyes are too full of conceit to detect or hate his own sin.
3 ULB ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି। BSB BSB: The words of his mouth are wicked and deceitful; he has ceased to be wise and well-doing.
4 ULB ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ। BSB BSB: Even on his bed he plots wickedness; he sets himself on a path that is not good; he fails to reject evil.
5 ULB ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। BSB BSB: Your loving devotion, O LORD, reaches to the heavens, Your faithfulness to the clouds.
6 ULB ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ। BSB BSB: Your righteousness is like the highest mountains; Your judgments are like the deepest sea. O LORD, You preserve man and beast.
7 ULB ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି। BSB BSB: How precious is Your loving devotion, O God, that the children of men take refuge in the shadow of Your wings!
8 ULB ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। BSB BSB: They feast on the abundance of Your house, and You give them drink from Your river of delights.
9 ULB କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। BSB BSB: For with You is the fountain of life; in Your light we see light.
10 ULB ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର। BSB BSB: Extend Your loving devotion to those who know You, and Your righteousness to the upright in heart.
11 ULB ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। BSB BSB: Let not the foot of the proud come against me, nor the hand of the wicked drive me away.
12 ULB ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ। BSB BSB: There the evildoers lie fallen, thrown down and unable to rise.
Select verses for actions: Enter goes to them and Escape comes back.
Chapter complete
You’ve read Psalm 36
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 36, and keep Opened free for readers who can’t pay.