Psalm 4 4 Psalms Book 1 Odia Unlocked Literal Bible 1 ULB ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। BSB BSB: For the choirmaster. With stringed instruments. A Psalm of David. Answer me when I call, O God of my righteousness! You have relieved my distress; show me grace and hear my prayer.
2 ULB ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? ସେଲା BSB BSB: How long, O men, will my honor be maligned? How long will you love vanity and seek after lies? Selah
3 ULB ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। BSB BSB: Know that the LORD has set apart the godly for Himself; the LORD hears when I call to Him.
4 ULB ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। ସେଲା BSB BSB: Be angry, yet do not sin; on your bed, search your heart and be still. Selah
5 ULB ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। BSB BSB: Offer the sacrifices of the righteous and trust in the LORD.
6 ULB ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର। BSB BSB: Many ask, “Who can show us the good?” Shine the light of Your face upon us, O LORD.
7 ULB ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ। BSB BSB: You have filled my heart with more joy than when grain and new wine abound.
8 ULB ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ। BSB BSB: I will lie down and sleep in peace, for You alone, O LORD, make me dwell in safety.
Select verses for actions: Enter goes to them and Escape comes back.
Chapter complete
You’ve read Psalm 4
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 4, and keep Opened free for readers who can’t pay.