1 ULB ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ। BSB BSB: For the choirmaster. A Psalm of David. I waited patiently for the LORD; He inclined to me and heard my cry.
2 ULB ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ। BSB BSB: He lifted me up from the pit of despair, out of the miry clay; He set my feet upon a rock, and made my footsteps firm.
3 ULB ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। BSB BSB: He put a new song in my mouth, a hymn of praise to our God. Many will see and fear and put their trust in the LORD.
4 ULB ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ। BSB BSB: Blessed is the man who has made the LORD his trust, who has not turned to the proud, nor to those who lapse into falsehood.
5 ULB ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ। BSB BSB: Many, O LORD my God, are the wonders You have done, and the plans You have for us—none can compare to You—if I proclaim and declare them, they are more than I can count.
6 ULB ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ। BSB BSB: Sacrifice and offering You did not desire, but my ears You have opened. Burnt offerings and sin offerings You did not require.
7 ULB ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି। BSB BSB: Then I said, “Here I am, I have come—it is written about me in the scroll:
8 ULB ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।” BSB BSB: I delight to do Your will, O my God; Your law is within my heart.”
9 ULB ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ। BSB BSB: I proclaim righteousness in the great assembly; behold, I do not seal my lips, as You, O LORD, do know.
10 ULB ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ। BSB BSB: I have not covered up Your righteousness in my heart; I have declared Your faithfulness and salvation; I have not concealed Your loving devotion and faithfulness from the great assembly.
11 ULB ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ। BSB BSB: O LORD, do not withhold Your mercy from me; Your loving devotion and faithfulness will always guard me.
12 ULB କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି। BSB BSB: For evils without number surround me; my sins have overtaken me, so that I cannot see. They are more than the hairs of my head, and my heart has failed within me.
13 ULB ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ। BSB BSB: Be pleased, O LORD, to deliver me; hurry, O LORD, to help me.
14 ULB ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ। BSB BSB: May those who seek my life be ashamed and confounded; may those who wish me harm be repelled and humiliated.
15 ULB ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ। BSB BSB: May those who say to me, “Aha, aha!” be appalled at their own shame.
16 ULB ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ। BSB BSB: May all who seek You rejoice and be glad in You; may those who love Your salvation always say, “The LORD be magnified!”
17 ULB ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ। BSB BSB: But I am poor and needy; may the Lord think of me. You are my helper and deliverer; O my God, do not delay.
Select verses for actions: Enter goes to them and Escape comes back.