Psalm 46 46 Psalms Book 2 Odia Unlocked Literal Bible 1 ULB ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ। BSB BSB: For the choirmaster. Of the sons of Korah. According to Alamoth. A song. God is our refuge and strength, an ever-present help in times of trouble.
2 ULB ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; BSB BSB: Therefore we will not fear, though the earth is transformed and the mountains are toppled into the depths of the seas,
3 ULB ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। ସେଲା BSB BSB: though their waters roar and foam and the mountains quake in the surge. Selah
4 ULB ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ। BSB BSB: There is a river whose streams delight the city of God, the holy place where the Most High dwells.
5 ULB ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। BSB BSB: God is within her; she will not be moved. God will help her when morning dawns.
6 ULB ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା। BSB BSB: Nations rage, kingdoms crumble; the earth melts when He lifts His voice.
7 ULB ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। BSB BSB: The LORD of Hosts is with us; the God of Jacob is our fortress. Selah
8 ULB ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି! BSB BSB: Come, see the works of the LORD, who brings devastation upon the earth.
9 ULB ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥ ସବୁ ଅଗ୍ନିରେ ପୋଡ଼ି ପକାନ୍ତି। BSB BSB: He makes wars to cease throughout the earth; He breaks the bow and shatters the spear; He burns the shields in the fire.
10 ULB କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। BSB BSB: “Be still and know that I am God; I will be exalted among the nations, I will be exalted over the earth.”
11 ULB ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା BSB BSB: The LORD of Hosts is with us; the God of Jacob is our fortress. Selah
Select verses for actions: Enter goes to them and Escape comes back.
Chapter complete
You’ve read Psalm 46
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 46, and keep Opened free for readers who can’t pay.